ପ୍ରମୂଖ ଖବର
  • ସୁନ୍ଦରଗଡ଼ରେ ବାଇକ୍‌କୁ ଧକ୍କ ପରେ ଭାରସାମ୍ୟ ହରାଇ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍. ୩୦ ଆହତ
  • ||
  • ପାୱାର କେନାଲରେ ବୁଡି ଭିସୁଟ ଛାତ୍ର ମୃତ, ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ,
  • ||
  • ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ, ବିଧାୟକ ତାରାବାହିନୀ ପତି ଉପରୁ ନିଲମ୍ବନ ହଟିବା ନେଇ ଆଲୋଚନା
  • ||
  • ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା, ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ
  • ||
  • ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର, ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଦେଲେ ଅପରାଜିତା
  • ||
  • କଟକ : ଦେଶୀ ବନ୍ଧୁକ କାରଖାନାରେ ରେଡ୍‌, ୪ ଗିରଫ
  • ||
  • ଆମେରିକା ସ୍ପେସ୍ ଏଜେନ୍ସିଂର ରକେଟ୍ ଫେଲ, ମହାକାଶରୁ ସୁନୀତା ୱିଲିୟମ୍ସ, ୱିଲମୋର ବୁଚଙ୍କର ଫେରିବା ହେବ ବିଳମ୍ବ
  • ||
  • ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ, ଜିଲ୍ଲାପାଳ ଏବଂ ଶ୍ରୀମନ୍ଦିର ପ୍ରଶାସକ ଉପସ୍ଥିତ
  • ||
  • ବାଲେଶ୍ୱର : ପୁଅକୁ ଛୁରୀ ଭୁସି ହତ୍ୟା କଲା ନୃଶଂସ ବାପା, ଅଭିଯୁକ୍ତ ଅଟକ
  • ||
  • ଉତ୍ତରାଖଣ୍ଡ ଡେରାଡୁନରେ ହିଟି ଆଣ୍ଡ ରନ୍‌, କାର ଧକ୍କାରେ ୪ ଶ୍ରମିକଙ୍କ ଚାଲିଗଲା ଜୀବନ, ୨ ଜଣ ଗୁରୁତର
  • ||
  • ବଡ଼ଦେଉଳରେ ଦୋଳ ଉତ୍ସବ: ଆଜି ମେଣ୍ଢାପୋଡ଼ି, ଦୋଳବେଦିରେ ବିଜେ ହେବେ ଠାକୁରେ
  • ||
  • ଅସ୍ଥାୟୀ ମଣ୍ଡପ ନିକଟରେ ସ୍ଥାପନ ହେଲା ଶୁଭଖଣ୍ଟି: ଏପ୍ରିଲ ୩ରୁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ୨୮ରେ ଶେଷ
  • ||
  • ଫଗୁଣରେ ନିର୍ଘାତ ତାତି: ୪୦ ଡେଇଁଲା ପାରଦ, ୧୬ ଯାଏ ଜଳାଇବ ଖରା, ୧୭ରେ ପରେ କାଳବୈଶାଖୀ !
  • ||

ଏଣିକି ଯୁକ୍ତ ଦୁଇ ପରେ ପଢ଼ି ହେବ ବିଏଡ୍‌ ପାଠ୍ୟକ୍ରମ, ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

Published By : Prameya | March 13, 2025 2:41 PM

ଭୁବନେଶ୍ୱର ୧୩/୦୩: ଶିକ୍ଷକ ପାଠପଢ଼ାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍। ଏଣିକି ଯୁକ୍ତ ଦୁଇ ପରେ ପଢ଼ି ହେବ ବିଏଡ୍ ପାଠ୍ୟକ୍ରମ।୫ ବର୍ଷ ବଦଳରେ ୪ ବର୍ଷରେ ସରିବ କୋର୍ସ। ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। 

ଉଚ୍ଚଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଶିକ୍ଷକ ଶିକ୍ଷା ବ୍ୟବସ୍ଥାକୁ ଆହୁରି ମଜୁବୁତ କରିବା ପାଇଁ ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ଓୟୁ ସ୍ବାକ୍ଷରିତ କରାଯାଇଛି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଏଣିକି ଯୁକ୍ତ ଦୁଇ ପରେ ବିଏଡ୍ ପାଠପଢ଼ା ହେବ। ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ସମନ୍ୱିତ ଶିକ୍ଷକ ଶିକ୍ଷା କାର୍ଯ୍ୟକ୍ରମ(  ITEP) କୋର୍ସ ପଢ଼ାଯିବ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.