ପ୍ରମୂଖ ଖବର
  • ଗଞ୍ଜାମ ଜିଲ୍ଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ; ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ, ୧୮ ଗିରଫ
  • ||
  • ହବିଷ୍ୟାଳିଙ୍କୁ ମିଳିବ ସୁରକ୍ଷା, ମାର୍ଗଶୀର ମାସରୁ ଶୃଙ୍ଖଳିତ ଦର୍ଶନ କରିବେ ଭକ୍ତ
  • ||
  • ଆଠମଲ୍ଲିକରେ ଆଖି ବୁଜିଲା ଆଉ ଏକ ହାତୀ, ୫ ଦିନରେ ୨ ହାତୀଙ୍କ ମୃତ୍ୟୁ
  • ||
  • ରାଜଧାନୀର ୭ ପୂଜା ମଣ୍ଡପକୁ ରାବଣ ପୋଡ଼ି ଲାଗି ଅନୁମତି, ପ୍ରଶାସନର ନିୟମ ମାନିବାକୁ ନିର୍ଦ୍ଦେଶ
  • ||
  • ନୟାଗଡ଼ : ଥାନାରୁ ଅଭିଯୁକ୍ତ ଫେରାର, ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ
  • ||
  • ଚନ୍ଦ୍ରଭାଗା ସମୁଦ୍ରରେ ବୁଡି ଯୁବକ ମୃତ, ଅପମୃତ୍ୟୁ ମାମଲା ରୁଜୁ
  • ||
  • ପାଟଣା ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ, ଲୋକେ ଆତଙ୍କିତ
  • ||
  • ଆଜି ମା’ଙ୍କ ବିଜୟାଦଶମୀ, ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ଭକ୍ତଙ୍କ ଭିଡ଼
  • ||
  • ଆସ୍କା : ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ
  • ||

ନୂଆଖାଇ ପାଇଁ ଉତ୍ସବ ମୁଖର ବଲାଙ୍ଗୀର ଜିଲ୍ଲା, ମା’ ପାଟଣେଶ୍ୱରୀ ପୀଠରେ ନବାନ୍ନ ଲାଗି

ବଲାଙ୍ଗିର, ୮।୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଉତ୍ସବ ମୁଖର ବଲାଙ୍ଗୀର ଜିଲ୍ଲା । ବାଜା, ମହୁରୀ ଢୋଲରେ ଦୁଲୁକୁଛି ଗାଁଠୁ ସହର । ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ସକାଳ ୯ଟା ୩୫ରୁ ୧୦ଟା ୭ ମଧ୍ୟରେ ବଲାଙ୍ଗିର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଣେଶ୍ୱରୀ ମା’ ସମଲେଶ୍ୱରୀଙ୍କ ପୀଠରେ ନବାନ୍ନ ଲାଗି କରାଯାଇଛି । ଏଥିସହ ମା’ଙ୍କ ମହାଆଳତି ଶେଷ ହେବା ପରେ ନବାନ୍ନ ଗ୍ରହଣ କରିବେ ବଲାଙ୍ଗୀରବାସୀ । ଏହି ଅବସରରେ ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗିରହିଥିବା ବେଳେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.