ପ୍ରମୂଖ ଖବର
  • ଭୁବନେଶ୍ବରରୁ ଅପହୃତ ଛାତ୍ର ନିରାକାରପୁରରୁ ଉଦ୍ଧାର : ଜମି ବିକ୍ରି ଟଙ୍କା ପାଇଁ ଅପହରଣ,୭ ଗିରଫ
  • ||
  • ଏପ୍ରିଲ ୨୪ରୁ ମିଳିବ ନୂଆ ରାସନ କାର୍ଡ, ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର
  • ||
  • ବେଙ୍ଗାଲୁରୁ ବିପକ୍ଷରେ ଖେଳିବେନି ସାମସନ୍‌, ନେତୃତ୍ୱ ନେବେ ରିୟାନ ପରାଗ
  • ||
  • ପୋପ୍ ପ୍ରାନ୍‌ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ
  • ||
  • ପୁରୀ: ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ବାଣୀବିହାର କ୍ୟାମ୍ପସ୍‌ରୁ ହଟିବେ ଅଣଛାତ୍ର, ପୁଲିସ ଡିଜିଙ୍କୁ ଚିଠି ଲେଖିଲେ କୁଳପତି
  • ||
  • କଳାହାଣ୍ଡି: ଲୁଗା ଶୁଖାଇବା ବେଳେ ଲାଗିଲା ବିଦ୍ୟୁତ୍‌ ଝଟ୍‌କା, ମା’ କୁ ବଞ୍ଚାଇବାକୁ ଯାଇ ଚାଲିଗଲା ପୁଅର ଜୀବ
  • ||
  • କେନାଲ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଠାବ, ହତ୍ୟା ସନ୍ଦେହ
  • ||
  • ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ
  • ||
  • IPL 2025: ଆଜି ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ଏକାନ୍ନାରେ ପୁଣି ହେବ ରାହୁଲ ରାଜୁତି
  • ||
  • କଟକ ଗତିରାଉତପାଟଣା ନିକଟରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା, ୨ ପୋଲିସ କର୍ମଚାରୀ ମୃତ, ଜଣେ ଆହତ
  • ||
  • ପଶ୍ଚିମ, ଆଭ୍ୟନ୍ତରୀଣରେ ବର୍ଷୁଛି ନିଆଁ, ୪୫ ଡିଗ୍ରୀ ଡେଇଁଲା ପାରଦ: ଆଜିଠାରୁ ଗ୍ରୀଷ୍ମ ଲହରୀ, ୨୩ରୁ ସାଂଘାତିକ ତାତି
  • ||

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଓଡିଆ ପର୍ଯ୍ୟଟକ ମୃତ, ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…

Published By : Prameya | April 22, 2025 9:30 PM

ଭୁବନେଶ୍ବର : ଜମ୍ମୁକାଶ୍ମୀର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିଛି। ତେବେ ସରକାରୀ ଭାବେ ଏହି ମୃତ୍ୟୁସଂଖ୍ୟାକୁ ନିଶ୍ଚିତ କରାଯାଇନାହିଁ।  ତେବେ ମୃତକଙ୍କ ମଧ୍ୟରେ ଓଡିଶାର ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମୃତ୍ୟୁ ରହିଛି। ପ୍ରଶାନ୍ତଙ୍କ ଘର ବାଲେଶ୍ବରରେ। ସେ ବାଲେଶ୍ବର CIPETର ଜଣେ କର୍ମଚାରୀ। ଦୁଇଦିନ ତଳେ ସେ ତାଙ୍କ ପତ୍ନୀ ଓ ପୁଅଙ୍କ ସହ କାଶ୍ମୀର ବୁଲିବା ପାଇଁ ଯାଇଥିଲେ।

ଏହି ଆକ୍ରମଣକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିନ୍ଦା କରିଛନ୍ତି। କହିଛନ୍ତି କି ଏହି ଘଟଣାରେ ମୁଁ ଗଭୀର ଦୁଃଖପ୍ରକାଶ କରୁଛି । ମୃତକଙ୍କ ପରିବାରକୁ ମୋର ସମବେଦନା । ତାଙ୍କ ମୃତ ଦେହ ଓଡିଶା ଆଣିବା ସହ ତାଙ୍କ ପରିବାର ଓଡିଶା ଫେରିବା ନେଇ ଓଡିଶା ସରକାର ସମ୍ପୂର୍ଣ୍ଣ ସାହାଯ୍ୟ କରିବେ । ଏନେଇ ଦିଲ୍ଲୀ ଆବାସିକ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.