ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ବେଶ୍ ସରଗରମ ହେବ ବିଧାନସଭା, ଶୂନ୍ୟକାଳରେ ଉଠିବ ଆଳୁ ସଙ୍କଟ, ଦରଦାମ୍ ବୃଦ୍ଧି ଏବଂ ପୋଲାଭରମ ଆଦି ପ୍ରସଙ୍ଗ

Published By : Prameya | December 3, 2024 8:25 AM

ଭୁବନେଶ୍ଵର, ୦୩/୧୨ : ମଙ୍ଗଳବାର ବେଶ୍ ସରଗରମ ରହିବ ବିଧାନସଭା। ପଞ୍ଚାୟତରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ଆଳୁ ସଙ୍କଟ, ଦରଦାମ୍ ବୃଦ୍ଧି, ଓଡ଼ିଶା ରେଳ ଡିଭିଜନକୁ ଅଣଦେଖା, ପୋଲାଭରମ ଆଦି ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଘେରିବେ ବିରୋଧୀ। 

ସେପଟେ କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। ସେହିପରି ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପରେ ଗୃହରେ ଆଲୋଚନା ରହିଛି। ଧାନ ମଣ୍ଡି ସମସ୍ୟା ଓ ଆଇନ ସୁରକ୍ଷା ପ୍ରସଙ୍ଗକୁ ଗୃହରେ ଉଠାଇ ଶାସକ ଦଳକୁ ଘେରିବେ ବିରୋଧୀ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.