ପ୍ରମୂଖ ଖବର
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଅଗଷ୍ଟ ୫ରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ପୁଣି ବସିବ ଜନତା ଦରବାର

ଭୁବନେଶ୍ୱର,୦୩/୦୮: ବିଧାନସଭା ଅଧିବେଶନ ପାଇଁ ସ୍ଥଗିତ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆସନ୍ତା ୫ରେ ହେବ । ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି । 

ଆସନ୍ତା ସୋମବାର ପୂର୍ବାହ୍ଣ ୧୧ଟାରେ ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଲୋକଙ୍କ  ଅଭିଯୋଗ ଶୁଣିବେ । ଅଭିଯୋଗ ପାଇଁ ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ପଞ୍ଜୀକରଣ ଖୋଲା ରହିବ । ତେଣୁ ଅଭିଯୋଗକାରୀମାନେ ଯଥା ସମୟରେ  ଆସି ପଞ୍ଜୀକରଣ କରି ଅଭିଯୋଗ ଜଣାଇବାକୁ ବିଭାଗ ପକ୍ଷରୁ କୁହାଯାଇଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.