ପ୍ରମୂଖ ଖବର
  • ବିଧାନସଭାରେ ମୋବାଇଲ୍ ପ୍ରବେଶ ଉପରୁ ହଟିଲା କଟକଣା, ସାମ୍ବାଦିକଙ୍କ ସହ ଆଲୋଚନା ପରେ ବାଚସ୍ପତିଙ୍କ ନିଷ୍ପତ୍ତି
  • ||
  • ଭରତପୁର ଥାନା ମାମଲା: ସରକାରଙ୍କୁ ୨୮୨ ଫର୍ଦ୍ଦର ରିପୋର୍ଟ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ
  • ||
  • ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ
  • ||
  • ଦିଗପହଣ୍ଡିରେ ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା: ୫ ଛାତ୍ର ଆହତ, ଚାପି ହୋଇ ରହିଗଲେ ବସ୍‌ ଚାଳକ
  • ||
  • ବୁଧବାର ମହାଖଳାରେ ରୁକୁଣା କାଠ ଅନୁକୂଳ ପୂଜା, ରଥ ନିର୍ମାଣରେ ନିୟୋଜିତ ହେବେ ୭୦ ଜଣ କାରିଗର
  • ||
  • ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଆଜି ହାଇକୋର୍ଟରେ ହେବ ଶୁଣାଣି
  • ||
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ତେଲ ବୋଝେଇ ଟ୍ୟାଙ୍କର୍‌, ଉଦ୍ଧାର କାର୍ଯ୍ୟ ଜାରି

Published By : Harapriya Sethi | March 12, 2025 8:55 AM

ଭୁବନେଶ୍ୱର, ୧୨/୦୩: ପିପି କଲେଜ ସାମ୍ନାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଲା ତେଲ ବୋଝେଇ ଟ୍ୟାଙ୍କର୍‌ । ଘଟଣା ସ୍ଥଳରେ ନିଶ୍ଚିନ୍ତକୋଇଲି ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । କଟକ-ଚାନ୍ଦବାଲି ରାସ୍ତାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, କଟକ-ଚାନ୍ଦବାଲି ରାସ୍ତାରେ ଏକ ତେଲ ବୋଝେଇ ଟ୍ୟାଙ୍କର୍‌ ଯାଉଥିଲା । ଏହି ସମୟରେ ପିପି କଲେଜ ସାମ୍ନାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନିଶ୍ଚିନ୍ତକୋଇଲି ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.