ପ୍ରମୂଖ ଖବର
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ଘର ଦୁଆର ମୁହଁରୁ ବୃଦ୍ଧଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Manoj | June 3, 2025 1:22 PM

ଦେବଗଡ଼,୦୩/୦୬: ଦେବଗଡ଼ ଜିଲ୍ଲା ରିଆମାଳ ଅଞ୍ଚଳରେ ଅଭାବନୀୟ ଘଟଣା। ଆଜି ସକାଳୁ ଘର ଦୁଆର ମୁହଁରୁ ଜଣେ ବୃଦ୍ଧଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ରିଆମାଳ ଥାନା ଅଧିନ ତବଦା ପଞ୍ଚାୟତ ଗୁଜାହୁଲି ଗ୍ରାମର ୭୨  ବର୍ଷୀୟ କାଲିଆନ ମୁଣ୍ଡା ବୋଲି ଜଣାପଡିଛି। ଏନେଇ ସ୍ଥାନୀୟଲୋକ ଖବର ଦେବା ପରେ ଘଟଣାସ୍ଥଳରୁ ମୃତଦେହ ଜବତ କରିଛି ପୁଲିସ। ତେବେ କାଲିଆ ମୁଣ୍ଡାଙ୍କ କେମିତି ମୃତ୍ୟୁ ଘଟିଥିଲା ତାହାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି। ହତ୍ୟା ସନ୍ଦେହ ବିଭିନ୍ନ ଦିଗ ଛାନ୍‌ଭିନ୍ କରୁଛି ପୁଲିସ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.