ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କାଶିଆବେଡା ଗାଁରେ ଅଭାବନୀୟ ଘଟଣା; ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

Published By : Harapriya Sethi | July 4, 2025 8:39 AM

କରଞ୍ଜିଆ,୦୪/୦୭: ଘରେ ପଶି ବୃଦ୍ଧଙ୍କୁ ଦଳି ମାରିଦେଲା ଗୋଠଛଡ଼ା ଦନ୍ତା । ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା କାଶିଆବେଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଉଛନ୍ତି ପରେଶ ଚନ୍ଦ୍ର ଗିରି ।

ସୂଚନା ମୁତାବକ, ଗୁରୁବାର ବିଳମ୍ବିତ ରାତିରେ ଚାଉଳ ଖାଇବାକୁ ଗୋଠଛଡ଼ା ଦନ୍ତାହାତୀ କବାଟ ଭାଙ୍ଗି ଘର ଭିତରକୁ ପଶି ଯାଇଥିଲା । ବୃଦ୍ଧ ଜଣଙ୍କ ଠିକ୍ ଭାବେ ଦେଖି ପାରୁ ନଥିବାରୁ ଦନ୍ତା ହାବୁଡ଼ରେ ପଡ଼ି ଯାଇଥିଲେ । ବୃଦ୍ଧଙ୍କୁ ଦନ୍ତା ହାତୀଟି ପାଦରେ ଦଳି ମାରି ଦେଇଥିଲା । ଏସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ରରୁଆଁ ପୁଲିସ ସହ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.