ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ

Published By : prameya | May 18, 2025 9:03 AM

ରାଜଗାଙ୍ଗପୁର,୧୮/୦୫: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ । ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ ବୃଦ୍ଧ ଜଣଙ୍କ ରାଜଗାଙ୍ଗପୁର ୱାର୍ଡ ନଂ ୧ ଆମ୍ବେଦକର କଲୋନୀ ବିବାସୀ ସୁନୀଲ ସାଗର ବୋଲି  ଜଣାପଡ଼ିଛି।

ସୂଚନା ମୁତାବକ, ଆଜି ସକାଳ ପ୍ରାୟ ୮ଟା ସମୟରେ ରାଜଗାଙ୍ଗପୁର ରେଳ ଷ୍ଟେସନର ଦୁଇ ନମ୍ବର ପ୍ଲାଟଫର୍ମର ରେଳ  ଧାରଣା ପାର ହେଉଥିଲେ ମୃତ ବୃଦ୍ଧ ଜଣଙ୍କ। ହେଲେ ସେହି ସମୟରେ ଏକ ଯାତ୍ରୀବାହୀ  ଟ୍ରେନ ଆସି ତାଙ୍କୁ ଧକ୍କା ଦେଉଥିଲା । ଯାହାଫଳରେ ଟ୍ରେନ ଧକ୍କାରେ ବୃଦ୍ଧଙ୍କ  ମୃତ୍ୟୁ ହୋଇଥିଲା । ଘଟଣାସ୍ଥଳରେ ରେଳବାଇ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.