ପ୍ରମୂଖ ଖବର
  • ସୁନ୍ଦରଗଡ଼ରେ ବାଇକ୍‌କୁ ଧକ୍କ ପରେ ଭାରସାମ୍ୟ ହରାଇ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍. ୩୦ ଆହତ
  • ||
  • ପାୱାର କେନାଲରେ ବୁଡି ଭିସୁଟ ଛାତ୍ର ମୃତ, ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ,
  • ||
  • ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ, ବିଧାୟକ ତାରାବାହିନୀ ପତି ଉପରୁ ନିଲମ୍ବନ ହଟିବା ନେଇ ଆଲୋଚନା
  • ||
  • ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା, ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ
  • ||
  • ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର, ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଦେଲେ ଅପରାଜିତା
  • ||
  • କଟକ : ଦେଶୀ ବନ୍ଧୁକ କାରଖାନାରେ ରେଡ୍‌, ୪ ଗିରଫ
  • ||
  • ଆମେରିକା ସ୍ପେସ୍ ଏଜେନ୍ସିଂର ରକେଟ୍ ଫେଲ, ମହାକାଶରୁ ସୁନୀତା ୱିଲିୟମ୍ସ, ୱିଲମୋର ବୁଚଙ୍କର ଫେରିବା ହେବ ବିଳମ୍ବ
  • ||
  • ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ, ଜିଲ୍ଲାପାଳ ଏବଂ ଶ୍ରୀମନ୍ଦିର ପ୍ରଶାସକ ଉପସ୍ଥିତ
  • ||
  • ବାଲେଶ୍ୱର : ପୁଅକୁ ଛୁରୀ ଭୁସି ହତ୍ୟା କଲା ନୃଶଂସ ବାପା, ଅଭିଯୁକ୍ତ ଅଟକ
  • ||
  • ଉତ୍ତରାଖଣ୍ଡ ଡେରାଡୁନରେ ହିଟି ଆଣ୍ଡ ରନ୍‌, କାର ଧକ୍କାରେ ୪ ଶ୍ରମିକଙ୍କ ଚାଲିଗଲା ଜୀବନ, ୨ ଜଣ ଗୁରୁତର
  • ||
  • ବଡ଼ଦେଉଳରେ ଦୋଳ ଉତ୍ସବ: ଆଜି ମେଣ୍ଢାପୋଡ଼ି, ଦୋଳବେଦିରେ ବିଜେ ହେବେ ଠାକୁରେ
  • ||
  • ଅସ୍ଥାୟୀ ମଣ୍ଡପ ନିକଟରେ ସ୍ଥାପନ ହେଲା ଶୁଭଖଣ୍ଟି: ଏପ୍ରିଲ ୩ରୁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ୨୮ରେ ଶେଷ
  • ||
  • ଫଗୁଣରେ ନିର୍ଘାତ ତାତି: ୪୦ ଡେଇଁଲା ପାରଦ, ୧୬ ଯାଏ ଜଳାଇବ ଖରା, ୧୭ରେ ପରେ କାଳବୈଶାଖୀ !
  • ||

ଗୋପାଳପୁର ବେଳାଭୂମିରେ ଅଲିଭ୍ ରିଡଲେଙ୍କ ଅଦିନିଆ ଆଣ୍ଡାଦାନ

Published By : Prameya | March 13, 2025 9:06 AM

ଭୁବନେଶ୍ଵର, ୧୩/୦୩ : ଗୋପାଳପୁର ବେଳାଭୂମିରେ ଅଲିଭ୍ ରିଡଲେ କଇଁଛଙ୍କ ଅଦିନିଆ ଅଣ୍ଡାଦାନ। ଗତ ମାସ ଋଷିକୂଲ୍ୟା ମୁହାଣରେ ଅଲିଭ୍ ରିଡଲେଙ୍କ ଗଣ ଅଣ୍ଡାଦାନ ସରିଥିଲା। ନିର୍ଦ୍ଧିଷ୍ଟ ସ୍ଥାନରେ ହଜାର ହଜାର ସଂଖ୍ୟାରେ କଇଁଛ ଅଣ୍ଡାଦାନ କରିଥିଲେ। ଏବର୍ଷ ସର୍ବକାଳୀନ ରେକର୍ଡ ବି ହୋଇଥିଲା। ଏବେ ଗୋପାଳପୁର ବେଳାଭୂମିରେ କିଛି ଅଲିଭ୍ ରିଡଲେ ଅଣ୍ଡାଦାନ କରୁଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ପରିବେଶବିତ୍ ଏବଂ ପର୍ଯ୍ୟଟକ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଜଳବାୟୁ ପରିବର୍ତ୍ତନ ଯୋଗୁଁ ଏଭଳି ଦୃଶ୍ୟ ପରିଲକ୍ଷିତ ହେଉଥିବା ଅନୁମାନ କରିଛନ୍ତି ପରିବେଶବିତ୍। 

ଏହି ଖବରଟିକୁ ପଢନ୍ତୁ-ପୁଅକୁ ଛୁରୀ ଭୁସି ହତ୍ୟା କଲା ନୃଶଂସ ବାପା, ଅଭିଯୁକ୍ତ ଅଟକ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.