ପ୍ରମୂଖ ଖବର
  • ବୌଦ୍ଧ : ସାପ୍ତାହିକ ବଜାରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପୋଲିସର ତଦନ୍ତ ଆରମ୍ଭ
  • ||
  • ଯାଜପୁର : ୨ ଛାତ୍ରୀଙ୍କୁ ଧକ୍କା ଦେଲା ଟ୍ରକ୍, ଜଣେ ଗୁରୁତର
  • ||
  • ଇଣ୍ଡିଆ-ଇଂଲଣ୍ଡ ୱାନ୍‌ ଡେ ମ୍ୟାଚ୍‌ ପାଇଁ ବାରବାଟୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଉନ୍ମୋଚନ କଲେ ଓଡ଼ିଆ ଥିମ୍‌ ସଙ୍ଗ୍‌
  • ||
  • ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଜଣେ ଅଟକ
  • ||
  • ବିଶ୍ବର ତୃତୀୟ ଆର୍ଥିକ ଶକ୍ତି ହେବାକୁ ଯାଉଛି ଭାରତ; ରାଷ୍ଟ୍ରପତି
  • ||
  • ସମ୍ବିଧାନର ନିର୍ମାତାଙ୍କୁ ଜଣାଇଲେ ସମ୍ମାନ
  • ||
  • ଆହତଙ୍କୁ ଆଶୁ ଆରୋଗ୍ୟ କାମନା କଲେ ରାଷ୍ଟ୍ରପତି
  • ||
  • ସଂସଦ ବଜେଟ୍ ଅଧିବେଶନ ଆରମ୍ଭ, ଉଭୟ ଗୃହକୁ ସମ୍ବୋଧନ କଲେ ରାଷ୍ଟ୍ରପତି, କଲେ ଶୋକ ପ୍ରକାଶ
  • ||
  • ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ; କହିଲେ ଦେଶକୁ ଶକ୍ତି ଦେବ ଏ ବଜେଟ୍
  • ||
  • ସନ୍ଧ୍ୟାରେ ଚତୁର୍ଥ ଟି-ଟ୍ୱେଣ୍ଟି ଲଢ଼େଇ, ବ୍ୟାଟିଂ ତ୍ରୁଟି ସୁଧାରିବ ଭାରତ, ସିରିଜ ବରାବର ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ହକି ଇଣ୍ଡିଆ ଲିଗ୍‌ ସେମ ମୁକାବିଲା: ସନ୍ଧ୍ୟାରେ ଟାଇଗର୍ସ - ଡ୍ରାଗନ୍ସ ଟକ୍କର, ଦ୍ୱିତୀୟ ମ୍ୟାଚ୍‌ରେ ସୁରମା- ତୁଫାନ୍ସ ଲଢ଼େଇ
  • ||
  • ଗଜପତି : ବିଦ୍ୟୁତ ଆଘାତରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ଚାନ୍ଦିପୁଟରେ ରାସ୍ତା ଅବରୋଧ
  • ||
  • ଭୋଗରାଇ : ରାସ୍ତା କଡ଼ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଇସ୍ରାଇଲ୍ ଏୟାରଷ୍ଟ୍ରାଇକରେ ହମାସ୍ ସେନା ଡେପୁଟି କମାଣ୍ଡର ମହମ୍ମଦ ଦୈଫଙ୍କ ମୃତ୍ୟୁ, ସ୍ପଷ୍ଟ କଲା ହମାସ୍
  • ||
  • ଜମ୍ମୁ କାଶ୍ମୀର ପୁଞ୍ଚରେ ସୁରକ୍ଷାବାହିନୀର ଏନକାଉଣ୍ଟର, ସେନା ଗୁଳିରେ ଟଳିଲେ ୩ ଆତଙ୍କୀ
  • ||
  • ଶୁକ୍ରବାରଠୁ ସଂସଦର ବଜେଟ୍‌ ଅଧିବେଶନ: କାଲି ଆସିବ ସାଧାରଣ ବଜେଟ୍, ଆସିପାରେ ୧୬ ବିଲ୍
  • ||

ଚନ୍ଦ୍ରଭାଗା ଉପକୂଳରେ ଅଲିଭରିଡଲେଙ୍କ ଅଣ୍ଡାଦାନ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ

Published By : Prameya | January 31, 2025 9:35 AM

କୋଣାର୍କ, ୩୧।୧ : କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରେ ବିରଳ ଅଲିଭରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତବର୍ଷ ଅଣ୍ଡାଦାନ ପ୍ରକ୍ରିୟା ବିଳମ୍ବରେ ଜାନୁଆରୀ ମାସ ଶେଷ ସପ୍ତାହରେ ହୋଇଛି। ଶୁକ୍ରବାର ୧୮୫ଟି ଅଣ୍ଡା ସଂଗୃହିତ କରାଯାଇ ଚନ୍ଦ୍ରଭାଗା ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି। ଅଲିଭରିଡଲେ କଇଁଛମାନଙ୍କ ନିରାପଦ ଓ ସମୂହ ଅଣ୍ଡାଦାନ ପାଇଁ ବନବିଭାଗ ତତ୍ପରତା ପ୍ରକାଶ କରିଛି। ଅଲିଭରିଡଲେଙ୍କ ଅଣ୍ଡାଦାନ ପରେ ଅଣ୍ଡା ଗୁଡିକ ବିଲୁଆ, କୁକୁରଙ୍କ ଠାରୁ ରକ୍ଷା କରିବା ପାଇଁ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି।

ଏହି ଖବରଟିକୁ ପଢନ୍ତୁ-ଶିମିଳିପାଳ ଅଭୟାରଣ୍ୟରେ ଚଢାଉ, ୬୦ ଲକ୍ଷ ଟଙ୍କାର ବେଆଇନ ଅଫିମ ଚାଷ ନଷ୍ଟ

ସୂଚନାନୁଯାୟୀ, ୩୧ତାରିଖ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଥିଲା। ଏହି ଅଣ୍ଡାଗୁଡିକ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ସୁରକ୍ଷିତ ଉପାୟରେ ରଖାଯାଇଛି। ଏହି ଅଣ୍ଡାରୁ ଆସନ୍ତା ୪୫ ରୁ ୬୦ ଦିନ ମଧ୍ୟରେ ଛୁଆ ଫୁଟିବା ପରେ ସୁରକ୍ଷିତ ଭାବେ ଅଲିଭରିଡଲେ ଶାବକମାନଙ୍କୁ ଗଭୀର ସମୁଦ୍ରକୁ ଛଡ଼ାଯିବ। ଏନେଇ କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ ସୁଦର୍ଶନ ଦେହୁରୀ ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.