ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ପର୍ଯ୍ୟଟନ ଦିବସ ଅବସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମ, ସଫେଇରେ ଯୋଗ ଦେଲେ ଅତିରିକ୍ତ ଜିଲ୍ଲାପାଳ

ପୁରୀ ୨୭/୯ : ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ପର୍ଯ୍ୟଟନ ଶାନ୍ତି, ଭାଇଚାରା ସୃଷ୍ଟି ସହ ଅର୍ଥନୀତିକୁ ମଧ୍ୟ ସମୃଦ୍ଧ କରିଥାଏ । ପର୍ଯ୍ୟଟକ ମାନେ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ପରିଭ୍ରମଣ ସହ ସ୍ଥାନୀୟ ଲୋକମାନଙ୍କ ପାଇଁ ଆର୍ଥିକ ସହଭାଗିତାରେ ସହାୟକ ହୋଇଥାନ୍ତି । ପର୍ଯ୍ୟଟନ ମଧ୍ୟ ମନକୁ ଆନନ୍ଦ ଓ ଶାନ୍ତି ଦେଇଥାଏ । ସେଥିପାଇଁ ଚଳିତ ବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସର ଥିମ୍ ରହିଛି ପର୍ଯ୍ୟଟନ ଓ ଶାନ୍ତି ।

ଜିଲ୍ଲା ପ୍ରଶାସନ ଓ ପୁରୀ ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ପୁରୀ ଗୋଲ୍ଡେନ ବିଚ୍‌ଠାରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ, ପୁରୀ ପୈାର ପରିଷଦ ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସହକାରୀ ଜିଲ୍ଲାପାଳ ତନ୍ମୟ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ସ୍ୱଚ୍ଛତାରେ ସାମିଲ ହୋଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପ୍ରଶାସନ ଓ ପର୍ଯ୍ୟଟନ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ, ବେଳାଭୂମି ଫଟୋଗ୍ରାଫର ସଂଘର ସଦସ୍ୟ,ବିଭିନ୍ନ ହୋଟେଲର ସଦସ୍ୟ, ଟୁର ଅପରେଟର, ଟୁରିଷ୍ଟ ଗାଇଡ, ଲାଇଫ ଗାର୍ଡ ମାନେ ବେଳାଭୂମି ସଫେଇରେ ସହଯୋଗ କରିଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.