ପ୍ରମୂଖ ଖବର
  • ବରଗଡ଼ : ଦେବରାଜ ହତ୍ୟା ଘଟଣାର ପର୍ଦାଫାଶ, ୨ ଗିରଫ; ପୁଲିସର ସିନ୍ ରିକ୍ରିଏସନ
  • ||
  • ରଥ ଯାତ୍ରାରେ ଶ୍ରୀକ୍ଷେତ୍ରକୁ ଚାଲିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
  • ||
  • ମାଲକାନଗିରି: ଛତିଶଗଡ଼ ସୁକୁମା କୋଣ୍ଟାରେ IED ବିସ୍ଫୋରଣ, ASP ଆକାଶ ରାଓ ଶହୀଦ
  • ||
  • ପୁରୀ: ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
  • ||
  • ମୁମ୍ବାଇରେ ଚଳନ୍ତା ଲୋକାଲ୍ ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର
  • ||
  • ସୁନ୍ଦରଗଡ଼ : ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ଼ : ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା
  • ||
  • ୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ମେଘାଳୟରୁ ନିଖୋଜ ଇନ୍ଦୋର ଦମ୍ପତି ମାମଲାରେ ଟ୍ୱିଷ୍ଟ, ପତ୍ନୀ ସୋନମ ୟୁପିରୁ ଗିରଫ
  • ||
  • ଢେଙ୍କାନାଳ : ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼
  • ||
  • ଆମେରିକାର ଟେନେସିରେ ୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ
  • ||
  • କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ
  • ||
  • ମହାକାଶରେ ପୁଣି ଉଡ଼ିବ ତ୍ରିରଙ୍ଗା; ମିଶନ୍ ଆକ୍ସିଓମ୍ -୪କୁ ସଫଳ କରିବେ ଶୁଭାଂଶୁ ଶୁକ୍ଳା
  • ||
  • ଭୁବନେଶ୍ଵର ଆସିଲେ ଆଉ ହଇରାଣ ହେବେନି, ପ୍ରତି ଜିଲ୍ଲା ପାଇଁ ବିଭିନ୍ନ ସ୍ଥାନରେ ଗେଷ୍ଟ ହାଉସ୍ ନିର୍ମାଣ କରିବେ ସରକାର
  • ||
  • କେନ୍ଦ୍ରାପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ମାଉସୀ ମା' ମନ୍ଦିର ଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ କରିବେ ତ୍ରିରଙ୍ଗା ଶୋଭାଯାତ୍ରା
  • ||
  • ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଦ୍ଵିତୀୟ ରଥଯାତ୍ରା ସମନ୍ଵୟ ବୈଠକ, ଆକ୍ସନ୍ ପ୍ଲାନ୍ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ
  • ||
  • ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା, ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍, ୬ ଆହତ
  • ||
  • ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ଜଣ : ୩ ଉଦ୍ଧାର , ଜଣେ ନାବାଳିକା ନିଖୋଜ

Published By : Suraj Kumar | June 8, 2025 6:10 PM

କଟକ, ୮।୬  : ବଡ଼ ବାପା ସହିତ ମହାନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଭାସିଗଲେ ଚାରି ନାବାଳିକା ଝିଆରୀ ଓ ପୁତୁରା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ରହିଛି।ଘଟଣା ଘଟିଛି କଟକ ଜିଲ୍ଲା ଡମପଡା ବ୍ଲକ୍ କଇଁମୁଣ୍ଡୀ   ଗ୍ରାମରେ। ନିଖୋଜ ବାଳିକା ଜଣକ ହେଲେ ଏହି ଗ୍ରାମର ଜିଜ୍ଞାସା ବେହେରା। ଦମକଳ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାର ନାବାଳିକା ଓ ନାବାଳକଙ୍କୁ  ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

ଘଟଣାରୁ ପ୍ରକାଶ ଯେ, ୪ଜଣ ପିଲାଙ୍କୁ ତାଙ୍କ ବଡବାପା ନେଇ  ବେଳା ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗଭୀର ଗଣ୍ଡ ଥିବାର ଜାଣି ନପାରି ନଦୀକୁ ଓହ୍ଲାଇବା ବେଳେ ହଠାତ୍ ୪ଜଣ‌ ଯାକ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକମାନେ ଏହା  ଦେଖି ତୁରନ୍ତ ନଦୀକୁ ଡେ଼ଇଁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ୩ ଜଣଙ୍କୁ ଉଦ୍ଧାର କରିଥିଲେ। ଜଣଙ୍କର ପତ୍ତା ମିଳି ନ ଥିଲା।  ଖବର ପାଇ ଦମକଳ ବାହୀନି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.