ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ସମ୍ବଲପୁର ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କୁ ଆକ୍ରମଣ ଘଟଣା : ଜଣେ ଗିରଫ

Published By : Prameya | February 20, 2025 5:47 PM

ଭୁବନେଶ୍ବର, ୨୦।୨ : ବୁର୍ଲାରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କୁ ଆକ୍ରମଣ ଘଟଣାର ପୋଲିସ ପର୍ଦ୍ଦାଫାସ କରିଛି। ଏକତରଫା ପ୍ରେମକୁ ନେଇ ଛାତ୍ରୀଙ୍କୁ  ଆକ୍ରମଣ କରାଯାଇଛି। ଏହି ଘଟଣାରେ ପୋଲିସ ଜଣକୁ ଗିରଫ କରିଛି।  ଗିରଫ ଅଭିଯୁକ୍ତ ଜଣକ ହେଲେ ରାକେଶ ଦାସ। ଅଭିଯୁକ୍ତ ଜଣକ ୨ ମାସ ଧରି ଛାତ୍ରୀଙ୍କ ସହ କଥା ହେଉଥିବାବେଳେ ଅନ୍ୟ ଯୁବକଙ୍କ ସହ କଥା ହେବାକୁ ବାରଣ କରିଥିଲେ । ହେଲେ ଛାତ୍ରୀ ନ ମାନିବାରୁ ଯୁବକ ଜଣକ ଛାତ୍ରୀଙ୍କୁ ନିଛାଟିଆ ସ୍ଥାନକୁ ଡାକି ଆକ୍ରମଣ କରିଥିବା ଏସପି କହିଛନ୍ତି । ଦୁଇ ମାସ ଧରି ଉଭୟେ ଫୋନ ଯୋଗେ କଥା ବାର୍ତ୍ତା କରୁଥିବାବେଳେ ଏକତରଫା ପ୍ରେମ ହୋଇଥାଏ ପରେ  ବୋଲି ସନ୍ଦେହ କରାଯାଉଛି ।  ସେପଟେ ଆକ୍ରମଣ କରିଥିବା ପଥର ସହ ମୋବାଇଲ ଫୋନ ପୋଲିସ ଜବତ କରିଛି । ତେବେ ଏହି ଘଟଣାରେ ଅନ୍ୟମାନେ ସଂଯୋଗବଶତଃ ସେଠାରେ ଥିବା ଓ ସେମାନେ କ୍ୟାଟରିଙ୍ଗ ଦଳ ଏସପି କହିଛନ୍ତି । ଏଥିରେ ଅଟୋରେ ଥିବା ଯୁବକଙ୍କ ମଧ୍ୟ କୌଣସି ସମ୍ପୃକ୍ତି ନାହିଁ ବୋଲି ଏସପି କହିଛନ୍ତି । 

ସୂଚନାଯୋଗ୍ୟ  ବୁଧବାର ଅପରାହ୍ନରେ  ବୁର୍ଲା ସହର ମେଟାକାନୀ ମନ୍ଦିର ପଛପଟେ ଥିବା ପଡିଆରେ କିଛି ଯୁବକ ଜଣେ ଯୁବତୀଙ୍କୁ ଆକ୍ରମଣ କରୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।  ତେବେ ସ୍ଥାନୀୟ ଲୋକେ ପାଟି କରିବା ପରେ ଯୁବକମାନେ ଛାଡି ପଳାଇଥିଲେ । ତେବେ ଯୁବତୀ ଜଣକ ସମ୍ବଲପୁର ବିଶ୍ବବିଦ୍ଯାଳୟର ଲାଇବ୍ରେରୀ ସାଇନ୍ସର ଛାତ୍ରୀ ବୋଲି ଜାଣିବାକୁ ପାଇଥିଲେ । ତେବେ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେବା ପରେ ପୋଲିସ ପହଂଚି ଛାତ୍ରୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥା ଉଦ୍ଧାର କରି ମେଡିକାଲ ପଠାଇଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ  ଟିମ୍ ସମ୍ବଲପୁର ଏସପି ମୁକେଶ ଭାମୁ ଗଠନ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.