ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୧୬୧କେଜି ଗଞ୍ଜେଇ ଜବତ, ଜଣେ ଗିରଫ

Published By : Gurupada Nath | July 12, 2025 9:09 PM

ମନମୁଣ୍ଡା, ୧୨/ ୭ : ଗଞ୍ଜେଇ କ୍ଷେତ୍ରରେ ମନମୁଣ୍ଡା ପୁଲିସକୁ ମିଳିଛି ବଡ଼ ସଫଳତା । ଚଢଉ ବେଳେ ୧୬୧କେଜି ଗଞ୍ଜେଇ ସହ ଜଣକୁ ଗିରଫ କରିଛି ପୁଲିସ । ଗିରଫ ଜଣକ ହେଲେ ବିପିନ ପ୍ରଧାନ ।  

ସୂଚନା ଅନୁସାରେ, ବିପିନ ଶଗଡ଼ା ପଞ୍ଚାୟତ ଖଣ୍ଡିକନପାସ୍ଥିତ ତାଙ୍କ ଘର ନିକଟରେ ଗଞ୍ଜେଇ ରଖିଥିବା ତଥା ଚାଲାଣ କରିବାକୁ ଯାଉଥିବା ପୁଲିସ କୌଣସି ସୂତ୍ରରୁ ଜାଣିବାକୁ ପାଇଥିଲା। ପରେ ଏସଆଇ ଚନ୍ଦନ ଜେନାଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ବିପିନଙ୍କ ଘରେ ଚଢ଼ଉ କରିଥିଲା। ବିପିନଙ୍କ ଘରଠାରୁ ପୁଲିସ କେତେକ ବସ୍ତାରେ ଭର୍ତ୍ତି ଗଞ୍ଜେଇ ଥିବା ଦେଖି ଜବତ କରିବା ସହ ବିପିନକୁ ଗିରଫ କରିଥିଲା। ଗଞ୍ଜେଇ ଓଜନ କରିବାରୁ ତାହା ୧୬୧ କେଜି ହୋଇଥିବା ଶଗଡ଼ା ଫାଣ୍ଡି ଅଧିକାରୀ ଇନ୍ସପେକ୍ଟର ମହେନ୍ଦ୍ର କୁମାର ବେହେରାଙ୍କଠାରୁ ଜାଣିବାକୁ ମିଳିଛି। ଏ ନେଇ ଥାନାରେ ଏକ ମାମଲା ରୁଜୁ କରାଯାଇଛି ଏବଂ ଅଭିଯୁକ୍ତକୁ ରବିବାର କୋର୍ଟ ଚାଲାଣ କରାଯିବ ବୋଲି ଇନ୍ସପେକ୍ଟର ଶ୍ରୀ ବେହେରାଙ୍କଠାରୁ ଜାଣିବାକୁ ମିଳିଛି।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.