ଭୁବନେଶ୍ୱର,୧୧।୧ : ଗୋଟିଏ ଦିନ ବଢିଲା ଏକାମ୍ର କାନନ ପୁଷ୍ପ ପ୍ରଦର୍ଶନୀ । ଏକାମ୍ର କାନନରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଲୋକଙ୍କ ଉତ୍ସାହ କୁ ଦୃଷ୍ଟିରେ ରଖି ଏକ ଦିନ ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର। ଏ ନେଇ ଘୋଷଣା କଲେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ। ୧୧ତାରିଖରେ ସରିବାକୁ ଥିବା ଏହି ପଦର୍ଶନୀ ଏକ ଦିନ ବଢ଼ାଇ ୧୨ ତାରିଖରେ ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି।
ବିଧାନସଭା ନିର୍ବାଚନ ପୂର୍ବରୁ କେଜ୍ରିଓ୍ବାଲଙ୍କୁ ଅଡ଼ୁ...