ପ୍ରମୂଖ ଖବର
  • ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ
  • ||
  • ଖୋର୍ଦ୍ଧା : ଖୋର୍ଦ୍ଧା ହଳଦିଆ କଲେଜ୍‌ରେ ଅଧ୍ୟକ୍ଷଙ୍କୁ ପିଟିଲେ ଅଧ୍ୟାପକ, ଥାନାରେ ମାମଲା
  • ||
  • ପୁରୀ : ୧୧ ଦିନର ସେବା ପରେ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ, ପୁଣି ବଡ଼ଦେଉଳରେ ବାଜିଲା ବିଜେ କାହାଳୀ ଓ ଘଣ୍ଟ
  • ||
  • ଭୁବନେଶ୍ଵର : ଏବେ ବି ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ମୟୂରଭଞ୍ଜରେ ସବୁଠୁ କମ୍
  • ||

ଦୁଇ ବାଇକ ମୁହାଁମୁହିଁ ଧକ୍କା : ଜଣେ ମୃତ, ଯୁବକ ଗୁରୁତର

ଢେଙ୍କାନାଳ, ୨୩।୬ :  ଢେଙ୍କାନାଳ ଶଙ୍କରପୁର ରାସ୍ତାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।  ଗଜମରା ଛକରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ  ଜଣେ ଯୁବକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକଙ୍କୁ ୧୦୮ ଆମ୍ବୁଲାନ୍ସରେ ଚିକିତ୍ସା ପାଇଁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ମୃତାହତମାନଙ୍କ ସଠିକ ପରିଚୟ ମିଳିପାରିନାହିଁ। ତେବେ ମୃତ ଯୁବକ ଜଣଙ୍କ ଢେଙ୍କାନାଳ ସହରର ବୋଲି ଜଣାପଡ଼ିଥିବା ବେଳେ ଗୁରୁତର ଜଣଙ୍କ ଶଙ୍କରପୁର ଅଂଚଳର ବୋଲି ଜଣାପଡିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.