ପ୍ରମୂଖ ଖବର
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

Published By : Rasmita Pradhan | February 4, 2025 7:44 AM

ଭୁବନେଶ୍ଵର, ୦୪/୦୨ : ଅଜଣା ଗାଡି ଧକ୍କାରେ ଜଣେ ମୃତ ଅନ୍ୟ ଜଣେ ଗୁରୁତର। ଘଟଗାଁ ଥାନା ଅନ୍ତର୍ଗତ ଚିକିଣିଆ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକ ଗୁରୁତରଙ୍କୁ ଉଦ୍ଧାର କରି ଘଟଗାଁ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। 

ସୂଚନାନୁଯାୟୀ, ଦୁଇ ଜଣ ବ୍ୟକ୍ତି ଏକ ବାଇକ୍ ଯୋଗେ କେନ୍ଦୁଝରରୁ ଢେଙ୍କିକୋଟ ଅଭିମୁଖେ ଆସୁଥିଲେ। ଚିକିଣିଆ ଛକ ନିକଟରେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା। ଫଳରେ ଦୁହେଁ ଗାଡିରୁ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଘଟଗାଁ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଉଭୟ ମୃତାହତଙ୍କ ପରିଚୟ ମିଳିନଥିବା ବେଳେ ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି। 

ଏହି ଖବରଟିକୁ ପଢନ୍ତୁ-ସିରିଜ୍ ଦୁର୍ଘଟଣା : ୭ ବାଇକକୁ ଧକ୍କା ଦେଇ ଓଲଟିଲା କାର, ଜଣେ ମୃତ



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.