ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବାଇକ-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ନୀଳଗିରି,୫/୯ : ବାଇକ-ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ଘଟିଥିବା କରିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛି। ମୃତକ ଜଣକ ହେଲେ  ମିତ୍ରପୁର ଅଞ୍ଚଳର ରବିନ୍ଦ୍ର ମହାକୁଡ଼(୫୫) । 

ମିତ୍ରପୁର ଅଞ୍ଚଳର ରବିନ୍ଦ୍ର ମହାକୁଡ଼(୫୫)ଓ ଲକ୍ଷ୍ମୀଧର ଜେନାଙ୍କ ପୁଅ ପ୍ରିୟରଞ୍ଜନ (୧୭)ଗୋପୀନାଥପୁର ଷ୍ଟେସନରେ ଓଲ୍ହାଇ ଏକ ବାଇକ ଯୋଗେ ଘରକୁ ଫେରୁଥିଲେ।ଧୋବଶିଳା ନିକଟରେ ସେହି ଅଞ୍ଚଳର ମିଥୁନ ସିଂ ଏକ ଅଟୋରେ ଦ୍ରୁତଗତିରେ ଆସି ବାଇକ ଆରୋହୀଙ୍କୁ  ସାମ୍ନାରୁ ଧକ୍କା ଦେଇଥିଲେ।ଦୁଇଜଣ ଗୁରୁତର ଭାବେ ନୀଳଗିରି ହସ୍ପିଟାଲ କୁ ଆଣିବା ପରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।ତେବେ ରାସ୍ତାରେ ରବୀନ୍ଦ୍ର ମୃତ୍ୟୁ ହୋଇଥିବା ଜଣାପଡିଛି। ଅଟୋ ଚାଳକ ଫେରାର ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.