ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ବିଦ୍ୟୁତ ଆଘାତରେ ଜଣେ ମୃତ, ୩ ଗୁରୁତର

ରାୟଗଡ଼ା,୨୬/୦୯: ଘରେ ଚୂନ ଦେବା ସମୟରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ପ୍ରାଣ ହରାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଦୁଃଶାସନ ଖରା ବୋଲି ଜଣାପଡ଼ିଛି । ରାୟଗଡ଼ା ସହରର ରୟତ କଲୋନୀରେ ଏହି ଅଘଟଣ ଘଟିଛି । 

ସୂଚ଼ନା ମୁତାବକ, ରୟତ କଲୋନୀର ଏକ ଘରେ ଚୂନ ଲଗାଇବା କାମ ଚାଲିଥିଲା । ଏହି ସମୟରେ ବିଦ୍ୟୁତ ଆଘାତରେ ଜଣେ ପ୍ରାଣ ହରାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ପରେ ଏହି ଘଟଣା ସମ୍ୱନ୍ଧରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.