ପ୍ରମୂଖ ଖବର
  • ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ମୋ ବସ୍ ଧକ୍କାରେ ସ୍କୁଟି ଚାଳକ ଗୁରୁତର, ଉତ୍ତ୍ୟକ୍ତ ଲୋକଙ୍କ ବସ୍ ଭଙ୍ଗାରୁଜା

ଭୁବନେଶ୍ବର, ୧୮।୬ :  ଶୈଳଶ୍ରୀ  ବିହାର ସାଇ ମନ୍ଦିର ଛକରେ ସ୍କୁଟିକୁ  ମୋ ବସ୍ ଧକ୍କା‌ ଦେବାରୁ  ସ୍କୁଟି ଚାଳକ ଗୁରୁତର ହୋଇଛି। ଦୁର୍ଘଟଣା ପରେ ଉତ୍ତେଜନା ଦେଖା ଦେଇଥିଲା। ଲୋକମାନେ ମୋ ବସ୍ ଭାଙ୍ଗିବା ସହ ରାସ୍ତା ରୋକ କରିଛନ୍ତି । ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା କରୁଛନ୍ତି।

ଆହୁରି ପଢନ୍ତୁ : ଦେବୀ ନଦୀରେ ବୁଡି ୩ ନାବାଳକ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.