ପ୍ରମୂଖ ଖବର
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର

Published By : Harapriya Sethi | August 3, 2025 8:51 AM

ରାୟଗଡ଼ା,୦୩/୦୮: ଦୋକାନ ଘର ଉପରେ ଚଢିଗଲା ଆଲୁମିନିୟମ ବୋଝେଇ ଟ୍ୟାଙ୍କର । ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ଲକ୍ଷ୍ମୀ ପାତ୍ର । ରାୟଗଡା ଜିଲ୍ଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ଗୁମ୍ମା ଗାଁରେ ଏଭଳି ଦୁର୍ଘଟଣା ଘଟିଛି। 

ସୂଚନା ମୁତାବକ, ଶନିବାର ରାତିରେ ଖାଇସାରି ଶୋଇଥିବା ବେଳେ ଟ୍ୟାଙ୍କରଟି ଭାରସାମ୍ୟ ହରାଇ ରାସ୍ତା କଡ ଦୋକାନ ଉପରେ ମାଡିଯାଇଥିଲା। ଫଳରେ ଦୋକାନ ଘର ଭିତରେ ଲକ୍ଷ୍ମୀ, ତାଙ୍କ ସ୍ବାମୀ ଓ ଡ୍ରାଇଭର ଚାପି ହୋଇଯାଇଥିଲେ। ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ମୃତ ଶରୀର ଏଯାଏଁ ଟ୍ୟଙ୍କର ତଳେ ଚାପି ହୋଇ ରହିଛି । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଅନ୍ୟପଟେ ୨ ଗୁରୁତରଙ୍କ ମୁଣ୍ଡରେ ଓ ଗୋଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.