ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

୨୧, ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଆଜିଠୁ ଅନଲାଇନ୍‌ ପଞ୍ଜୀକରଣ କରିପାରିବେ

ଭୁବନେଶ୍ୱର, ୧୮/୧୦: ଆସନ୍ତା ୨୧ ଓ ୨୮ ତାରିଖରେ  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ  ଶୁଣାଣି ପୂର୍ବପରି ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ  ପ୍ରକୋଷ୍ଠରେ ହେବ । ଏ  ସଂକ୍ରାନ୍ତରେ ଆଜି ସାଧାରଣ  ପ୍ରଶାସନ ଓ ସାଧାରଣ  ଅଭିଯୋଗ ବିଭାଗ ତରଫରୁ  ସୂଚନା ମିଳିଛି । ଗତ କିଛି ସପ୍ତାହ ଧରି ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟସ୍ତରୀୟ  ଅଭିଯୋଗ ଶୁଣାଣି ସ୍ଥଗିତ ଥିଲା । 

ବିଭାଗ ପକ୍ଷରୁ କୁହାଯାଇଛି, ଆସନ୍ତା  ୨୧ ଓ ୨୮ ତାରିଖ ଦୁଇଦିନ ଅଭିଯୋଗ ଶୁଣାଣି ପାଇଁ ଶୁକ୍ରବାରଠୁ ଅନଲାଇନ୍‌ ପଞ୍ଜୀକରଣ ଆରମ୍ଭ ହୋଇଛି । ଦୁଇଟି ଅଭିଯୋଗ ଶୁଣାଣି  ପାଇଁ ସର୍ବାଧିକ ୧ ହଜାର ଅଭିଯୋଗକାରୀ ସେମାନଙ୍କ ନାମ ପଞ୍ଜୀକରଣ କରିବେ । ଏଥିପାଇଁ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ଜରିଆରେ ପଞ୍ଜୀକରଣ କରିପାରିବେ ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.