ପ୍ରମୂଖ ଖବର
  • ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଓଏଏସ୍‌ ସମ୍ୱିତ ସଂଗ୍ରାମଜିତ ସାହୁ
  • ||
  • ଘଟଗାଁ : ଚଳନ୍ତା ଟ୍ରେନ୍‌ରୁ ପଡ଼ିଗଲେ ଯୁବତୀ, ଚାଲିଗଲା ଜୀବନ
  • ||
  • ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ
  • ||
  • ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ପୋରଣ, ୫ ମୃତ
  • ||
  • ବାରିପଦା : ସୁନା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ବାଲିପାଟଣା : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଆଠଗଡ଼ : ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର
  • ||
  • ଭୁବନେଶ୍ୱର : ହଂସିକାଙ୍କ ମାମଲାରେ ନୂଆ ମୋଡ଼: ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌
  • ||
  • ଗରିଆବନ୍ଧ ଏନକାଉଣ୍ଟର:୧୬ ମାଓବାଦୀଙ୍କ ମଧ୍ୟରୁ ୧୨ଜଣଙ୍କ ମିଳିଲା ପରିଚୟ
  • ||
  • ଭୁବନେଶ୍ୱର : SBI ଏଟିଏମ୍‌ ତାଡ଼ିନେଲେ ଦୁର୍ବୃତ୍ତ, ସିସିଟିଭି ଆଧାରରେ ପୋଲିସର ତଦନ୍ତ ଆରମ୍ଭ
  • ||
  • ଜୟପୁର : ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମିଆଁମାରରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ଼
  • ||
  • କଣାସରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି, ଆହୁରି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ,ହସ୍ପିଟାଲରେ ଚିକିତ୍ସା ଜାରି
  • ||
  • ଟ୍ରମ୍ପ ସରକାରଙ୍କୁ ବଡ଼ ଝଟକା, ଜନ୍ମଗତ ନାଗରିକତା ଅଧିକାର ଉଚ୍ଛେଦ ଆଦେଶ ଉପରେ ଲାଗିଲା ରୋକ୍
  • ||
  • ଶୁକ୍ରବାର ବସିବ ପ୍ରାକ୍ ବଜେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଜି.ଉଦୟଗିରି : କଳିଙ୍ଗା ଘାଟିରେ ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ୍‌, ଯାତାୟତ ବାଧାପ୍ରାପ୍ତ
  • ||
  • ବଜେଟ୍ ୨୦୨୫, ଆଜି ନର୍ଥ ବ୍ଲକ୍‌ରେ ଆୟୋଜିତ ହେବ ହାଲୁଆ ଉତ୍ସବ,ସାମିଲ ହେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ରାଜ୍ୟରେ ଆହୁରି କମିବ ଶୀତ, ୩ ଦିନ ଯାଏ ୨ ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଭାରତ ଏବଂ ଇଂଲଣ୍ଡ ମ୍ୟାଚ୍ , ଫେବୃଆରୀ ୨ରୁ ଅନ୍ ଲାଇନ୍ ଟିକେଟ ବିକ୍ରି

Published By : Prameya | January 24, 2025 5:27 PM

କଟକ, ୨୪/୧ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏକ ଦିବସୀୟ କ୍ରିକେଟ ମ୍ୟାଚ୍ ଲାଗି ଆସନ୍ତା ଫେବୃଆରୀ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ ।  ଏହି ମ୍ୟାଚ୍ ଆସନ୍ତା ଫେବୃଆରୀ ୯ ତାରିଖରେ ଖେଳାଯିବ । ଅନଲାଇନ୍ ମୋଡରେ ବିକ୍ରି ହେବ ମୋଟ ୪ ହଜାର ଟିକେଟ। ଫେବୃଆରୀ ମାସ ୭,୮,୯ ତାରିଖରେ ଅନଲାଇନ୍ ବୁକ୍ କରିଥିବା ବ୍ୟକ୍ତିମାନେ ଟିକେଟ ସଂଗ୍ରହ କରି ପାରିବେ।

ଭୁବନେଶ୍ୱର କ୍ୟାମବ୍ରିଜ ସ୍କୁଲ ଓ କିଟ୍ ବିଶ୍ଵବିଦ୍ୟାଳୟ ପରିସର କାଉଣ୍ଟର ରୁ ସଂଗ୍ରହ କରିବେ ଅନଲାଇନ୍ ବୁକିଂ ର ହାର୍ଡ କପି। ୭-୮ ତାରିଖ ଦୁଇ ଦିନ ପୂର୍ବାହ୍ନ ୧୦ ଟା ରୁ ୪ ଟା ପର୍ଯ୍ୟନ୍ତ କାଉଣ୍ଟର ଖୋଲା ରହିବ। ୯ ତାରିଖ ଦିନ ସକାଳ ୭ ଟା ରୁ ୧୨ ଟା ପର୍ଯ୍ୟନ୍ତ ଖୋଲା ରହିବ କାଉଣ୍ଟର। ଏହି ଦୁଇଟି ସ୍ଥାନରେ ତିନିଟି ଲେଖାଏଁ କାଉଣ୍ଟର ରହିବ। ଫେବୃଆରୀ ୩ ଓ ୪ ତାରିଖରେ ଅନୁବନ୍ଧିତ ସଂଘ ଗୁଡ଼ିକୁ ଟିକେଟ ବିକ୍ରି କରାଯିବ। 

ଫେବୃଆରୀ ମାସ ୫ ଓ ୬ ତାରିଖ ଦୁଇ ଦିନ ସାଧାରଣ ଦର୍ଶକଙ୍କ ପାଇଁ ଟିକେଟ ବିକ୍ରି କରାଯିବ। କ୍ରୀଡା ମନ୍ତ୍ରୀ ସୁର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.