ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଦେଓମାଳିରେ ବାହାର ଟେଣ୍ଟ ନେବା ଉପରେ ଲାଗିଲା କଟକଣା, ଖିଲାପ କଲେ ଗଣିବେ ୫ ହଜାର ତଣ୍ଡ

Published By : Prameya | December 2, 2024 11:08 AM

ଜୟପୁର ୦୨/୧୨:  ଦେଓମାଳିରେ ବାହାର ଟେଣ୍ଟ ଓ ଅନ୍ୟାନ୍ୟ ସାମଗ୍ରୀ ନେବା ଉପରେ ଲାଗିଲା କଟକଣା। ଖିଲାପ କଲେ ୫ ହଜାର ଫାଇନ୍ ଆଦାୟ କରିବ ପ୍ରଶାସନ। ଏଭଳି କଡ଼ା ନିର୍ଦ୍ଦେଶନାମା ଜାରି କଲେ ଉପ ଜିଲ୍ଲାପାଳ ବେଣୁଧର ଶବର।

ସୂଚନା ଅନୁଯାଇ,ଓଡ଼ିଶାର ଉଚ୍ଚତମ ପର୍ବତ ତଥା କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଦେଓମାଳିରେ ରାତ୍ରୀ ରହଣୀ ନିମନ୍ତେ କୌଣସି ପର୍ଯ୍ୟଟକ ବାହାରୁ କିମ୍ଵା ନିଜର ଟେଣ୍ଟ ଓ ଅନ୍ୟାନ୍ୟ ସାମଗ୍ରୀ ନେବାକୁ ପ୍ରତିବନ୍ଧକ ଲଗା ଯାଇଛି। କୋରାପୁଟ ଉପଜିଲ୍ଲାପାଳ ବେଣୁଧର ଶବର ଏ ସମ୍ପର୍କରେ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ତଫରୁ ଦେଓମାଳିରେ  ରାତ୍ରୀ ଯାପନ କରୁଥିବା ପର୍ଯ୍ୟଟକ ମାନଙ୍କୁ ଭଡ଼ା ସୂତ୍ରରେ ଟେଣ୍ଟ ଏବଂ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଉଛି। ତେଣୁ କୌଣସି ପର୍ଯ୍ୟଟକ ନିଜସ୍ଵ ଟେଣ୍ଟ ନେବାକୁ ବାରଣ କରା ଯିବା ସହ ଏହାର ଖିଲାପକାରୀଙ୍କୁ ୫ ହଜାର ଟଙ୍କା ଜୋରିମାନା ଆଦାୟ କରା ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉପ ଜିଲ୍ଲାପାଳ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.