ପ୍ରମୂଖ ଖବର
  • ପାଣିକୋଇଲି : ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ଅଳଙ୍କାର ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଜପତି : ଧରାପଡ଼ିଲା ଅନ୍ତରାଜ୍ୟ ବାଇକ୍‌ ଚୋର, ୧୯ ବାଇକ୍ ଜବତ
  • ||
  • ବ୍ରହ୍ମପୁର : ନଡ଼ିଆ ଦୋକାନ ଉପରକୁ ମାଡିଗଲା କାର୍‌, ନଡ଼ିଆ ବିକାଳୀ ମୃତ
  • ||
  • ବାରିପଦା : ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ
  • ||
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ଅକ୍ଟୋବର ୨ ରୁ ନବରଙ୍ଗପୁର ଜିଲ୍ଲା ବିଜେଡିର ପଦଯାତ୍ରା

ନବରଙ୍ଗପୁର,୨୯/୯ : ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତି ଅବସରରେ ନବରଙ୍ଗପୁର ଜିଲ୍ଲା ବିଜେଡି ଦଳ ପକ୍ଷରୁ ପଦଯାତ୍ରା ପାଇଁ ସ୍ଥାନୀୟ ଵିନୋଦ ପ୍ୟାଲେସ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ବିଜେଡି ସଭାପତି ରମେଶ ମାଝୀ ବିଜେଡ଼ିର ପଦଯାତ୍ରା ଓ ସଭ୍ୟ ସଂଗ୍ରହ  କାର୍ଯ୍ୟକ୍ରମର ଘୋଷଣା କରିଛନ୍ତି । ଅକ୍ଟୋବର ୨ରୁ ଚନ୍ଦାହାଣ୍ଡି ଵ୍ଳକରୁ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରାଯିବ ବୋଲି କହିଛନ୍ତି । ଏହି ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ କରାଯିବ ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ୨ରୁ ୬ ଓ ଦ୍ଵିତୀୟ ପର୍ଯ୍ୟାୟର ୨୧ ରୁ ୩୦ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଜିଲ୍ଲାର ପ୍ରତି ବ୍ଳକ ଓ ୨୬ ଜିଲ୍ଲା ପରିଷଦ ଜୋନ୍ ଓ ଦୁଇଟି ପୈ।ରପାଳିକାର ଅନୁଷ୍ଠିତ ହେବ ବୋଲି ନିଷ୍ପତି ନିଆଯାଇଛି । ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଡାବୁଗା ବିଧାୟକ ମନୋହର ରନ୍ଧାରୀ, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ, କୈଶଲ୍ୟା ପ୍ରଧାନୀ, ନଵୀନା ନାୟକଙ୍କୁ ସମେତ ଦଳର ବରିଷ୍ଠ ଓ କନିଷ୍ଠ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.