ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଇଂଲଣ୍ଡ ବିପକ୍ଷ ଟେଷ୍ଟ ପାଇଁ ପାକିସ୍ତାନ ଦଳ, ୩୭ ବର୍ଷୀୟ ନୋମାନଙ୍କୁ ଡାକରା

କରାଚୀ, ୨୬/୦୯:  ଇଂଲଣ୍ଡ ବିପକ୍ଷ ଘରୋଇ  ଟେଷ୍ଟ ସିରିଜ (ପ୍ରଥମ ଟେଷ୍ଟ) ପାଇଁ ପାକିସ୍ତାନ ଦଳ  ଘୋଷଣା କରାଯାଇଛି । ୩୭ ବର୍ଷୀୟ ସ୍ପିନର ନୋମାନ ଅଲି  ବର୍ଷକ ପରେ ଦଳକୁ ଫେରିଛନ୍ତି । ସେ ଶେଷ ଥର ପାଇଁ  ଗତ ବର୍ଷ ଶ୍ରୀଲଙ୍କା ବିପକ୍ଷରେ ଟେଷ୍ଟ ଖେଳିଥିଲେ ଓ ଉକ୍ତ  ମ୍ୟାଚ୍‌ରେ ୭ଟି ୱିକେଟ୍‌ ନେଇଥିଲେ । ମାତ୍ର ପରେ ତାଙ୍କୁ  ଦଳରୁ ବାଦ ଦିଆଯାଇଥିଲା । ନୋମାନ ପାକିସ୍ତାନ ପକ୍ଷରୁ  ୧୫ଟି ଟେଷ୍ଟ ଖେଳି ୪୭ଟି ୱିକେଟ୍‌ ଅକ୍ତିଆର କରିଛନ୍ତି । 

ଦଳ: ସାନ ମାସୁଦ (ଅଧିନାୟକ), ସାଉଦ ସକିଲ,  ଅମିର ଜମାଲ, ଅବଦୁଲ୍ଲା ଶଫିକ, ଅବରାର ଅହମ୍ମଦ, ବାବର  ଆଜମ, ମିର ହମଜା, ମହମ୍ମଦ ହୁରାଇରା, ମହମ୍ମଦ ରିଜୱାନ,  ନସିମ ଶାହ, ନୋମାନ ଅଲି, ସାଏମ ଆୟୁବ, ସଲମାନ  ଅଲି ଆଘା, ସର୍ଫରାଜ ଅହମ୍ମଦ, ସହିନ ଶାହ ଆଫ୍ରିଦି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.