ପ୍ରମୂଖ ଖବର
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ

ଚିଲିକା,୨୬/୦୭: ମଝି ଚିଲିକାରେ ଫସିଲା ଡଙ୍ଗା । ଜହ୍ନିକୁଦାରୁ ସାତପଡ଼ା ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି । ଡଙ୍ଗାରେ ୧୭ ଜଣ ଯାତ୍ରୀଙ୍କ ସମେତ ମୋଟରସାଇକେଲ୍ ରହିଛି । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏଭଳି ଘଟିଥିବାର ଖବର ମିଳିଛି ।

ସୂଚମା ଅନୁଯାୟୀ, ଏକ  ଯାତ୍ରୀବାହୀ ଡ଼ଙ୍ଗା ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା ଘାଟରୁ ସାତପଡ଼ା ଅଭିମୁଖେ ଯାଉଥିଲା । ଏହି ସମୟରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମଝି ଚିଲିକାରେ ଫସିରହିଛି ଡଙ୍ଗା । ଡଙ୍ଗାରେ ଅଛନ୍ତି ୧୭ ଜଣ ଯାତ୍ରୀ ଏବଂ ସେମାନଙ୍କ ମୋଟରସାଇକେଲ୍ । ମଝି ଚିଲିକାରେ ଫସି ରହିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପାଇଁ ଅନ୍ୟ ଯାତ୍ରୀବାହୀ ଡଙ୍ଗା ଘଟଣା ସ୍ଥଳରେ ପହଞ୍ଚିଥିବା ସୂଚନା ମିଳିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.