ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ପଥରବନ୍ଧ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ଦୁଇ ଯୁବକ ଗୁରୁତର, ୩ ଜଣଙ୍କୁ ଅଟକ ରଖିଲା ପୋଲିସ

ଭୁବନେଶ୍ୱର ୧୮/୦୬: ସହିଦନଗର ଥାନା ଅନ୍ତର୍ଗତ ପଥରବନ୍ଧ ବସ୍ତିରେ ଗୋଷ୍ଠୀ ସଂଘର୍ଷ। ଗୋଟିଏ ଗୋଷ୍ଠୀର ଦୁଇ ଯୁବକ ଗୁରୁତର। ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ସହିଦନଗର ଥାନା ପୋଲିସ ପହଞ୍ଚିଥିବା ବେଳେ ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ଜଣାପଡୁଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.