ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ପଥରବନ୍ଧ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ଦୁଇ ଯୁବକ ଗୁରୁତର, ୩ ଜଣଙ୍କୁ ଅଟକ ରଖିଲା ପୋଲିସ

ଭୁବନେଶ୍ୱର ୧୮/୦୬: ସହିଦନଗର ଥାନା ଅନ୍ତର୍ଗତ ପଥରବନ୍ଧ ବସ୍ତିରେ ଗୋଷ୍ଠୀ ସଂଘର୍ଷ। ଗୋଟିଏ ଗୋଷ୍ଠୀର ଦୁଇ ଯୁବକ ଗୁରୁତର। ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ସହିଦନଗର ଥାନା ପୋଲିସ ପହଞ୍ଚିଥିବା ବେଳେ ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ଜଣାପଡୁଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.