ପ୍ରମୂଖ ଖବର
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌

ପାଟଣାଗଡ,୨୮/୦୯: ନୂଆପଡା ଭାୟା ପାଟଣାଗଡ଼ ରେଳ ଲାଇନ ଦାବି ନେଇ ଶନିବାର ସିଟିଜେନ ଫୋରାମ ପକ୍ଷରୁ ପାଟଣାଗଡ଼ ୧୨ ଘଣ୍ଟିଆ ବନ୍ଦ ପାଳନ କରିଛି । ଯାନବାହନ ଚଳାଚଳ ଠପ୍‌ । ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ଯାତ୍ରୀ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକରେ ଏହି ଆନ୍ଦୋଳନ ହେଉଛି । 

ସୂଚନା ମୁତାବକ, ରେଳ ଲାଇନ ଦାବି ନେଇ ଶନିବାର ସିଟିଜେନ ଫୋରାମ ପକ୍ଷରୁ ପାଟଣାଗଡ଼ ପାଳନ କରିଛି । ନୂଆପଡା ଭାୟା ପାଟଣାଗଡ଼ ରେଳ ଲାଇନ ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଶନିବାର ସକାଳୁ ସକାଳୁ ଆନ୍ଦୋଳନକାରୀ ମାନେ ପିକେଟିଙ୍ଗ କରି ଦୋକାନ ବଜାର ବନ୍ଦ କରିଛନ୍ତି । ଏହି ଦାବି ନେଇ ପୂର୍ବରୁ ଅନେକ ଥର ଦାବି ହୋଇଥିଲେ ମଧ୍ୟ, ପ୍ରଶାସନ କୌଣସି ପଦକ୍ଷେପ ନେଇ ନାହିଁ । ତେଣୁ ବାଧ୍ୟ ହୋଇ ସିଟିଜେନ ଫୋରମ ଏହି ଆନ୍ଦୋଳନର ଡାକରା ଦେଇଛନ୍ତି । ତେବେ ଏହି ଆନ୍ଦୋଳନକୁ ପାଟଣାଗଡ଼ର ବିଭିନ୍ନ ସଂଗଠନ ସମର୍ଥନ କରି ଆନ୍ଦୋଳନକୁ ଓଲ୍ଲାଇଛି । ଏହି ବନ୍ଦ ଫଳରେ ଯାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.