ପ୍ରମୂଖ ଖବର
  • ଜଳେଶ୍ବର : ଘର ପାଖରେ ଖେଳୁଥିବା ବେଳେ ପାଣିରେ ବୁଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ତାରିଣୀ ମନ୍ଦିର ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ
  • ||
  • ଗଜପତି : ଠାକୁର ଦର୍ଶନ ବେଳେ ମହୁମାଛି ଆକ୍ରମଣ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ, ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା
  • ||
  • ସୁନ୍ଦରଗଡ଼ : ମା' ହତ୍ୟାର ପ୍ରତିଶୋଧ, ଜେଲ୍‌ ଫେରନ୍ତା ବାପାକୁ ହତ୍ୟା କଲା ପୁଅ
  • ||
  • ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • କୋରାପୁଟ : ବେପାରୀଙ୍କ ଗାଡ଼ିରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ଲୁଗାପଟା ପୋଡ଼ି ପାଉଁଶ
  • ||
  • IPL 2025: ସୁପରକିଙ୍ଗ୍‌ସକୁ ଭେଟିବ ସୁପରଜାଏଣ୍ଟ୍‌ସ, ପରାଜୟରେ ବ୍ରେକ ଲାଗି ସବୁ ଶକ୍ତି ଖଟାଇବ ଧୋନୀ ସେନା
  • ||
  • ପିଏନ୍‌ବି ଘୋଟାଲ; ବେଲଜିୟମରୁ ବନ୍ଧା ହେଲା ପଳାତକ ମେହୁଲ ଚୋକସି
  • ||
  • ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଘଟଗାଁ ବାସିନୀ ମା' ତାରିଣୀଙ୍କୁ କରିବେ ଦର୍ଶନ
  • ||
  • ଆସନ୍ତା ୬ ଦିନ ଯାଏ କାଳବୈଶାଖୀ ଆଶଙ୍କା, ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା ନେଇ ଆଲର୍ଟ ଜାରି
  • ||

ପିସିସିର ୨୫ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠନ

Published By : Prameya | April 15, 2025 11:02 PM

ଭୁବନେଶ୍ୱର,୧୫/୪ : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ୨୫ସଦସ୍ୟ ବିଶିଷ୍ଟ ରାଜନୈତିକ ବ୍ୟାପାର କମିଟି ଗଠନ କରିଛି । ଦଳର ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଅନୁମୋଦନ ପରେ ଏହି କମିଟି ଗଠନ ହୋଇଛି । ମହାସଚିବ କେ.ସି. ଭେନୁଗୋପାଳଙ୍କ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁସାରେ ଓପିସିସିର ନିମ୍ନ ଲିଖିତ ରାଜନୈତିକ ବ୍ୟାପାର କମିଟି ଗଠନ କରାଯାଇଛି ।

ଏଥିରେ ଅଜୟ କୁମାର ଲଲ୍ଲୁ (ପ୍ରଭାରୀ), ଭକ୍ତ ଚରଣ ଦାସ, ରାମଚନ୍ଦ୍ର କାଡାମ, ସପ୍ତଗିରି ଉଲାକା, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରି ଚନ୍ଦନ, ଶ୍ରୀକାନ୍ତ ଜେନା, ନଗେନ୍ଦ୍ର ପ୍ରଧାନ, ଜଗନ୍ନାଥ ପଟ୍ଟନାୟକ, ଅମର ଚନ୍ଦ୍ର ପ୍ରଧାନ, ସୁଶୀଳା ତିରିଆ, ପି. ସେଟ୍ଟି, ରାମ ଚନ୍ଦ୍ର ଖୁଣ୍ଟିଆ, ଶରତ ରାଉତ, ଆସଫ ଅଲ୍ଲୀ ଖାନ, ତାରା ପ୍ରସାଦ ବାହିନୀପତି, ରମେଶ ଜେନା, ଏସ୍ ରାଜିନ ଏକ୍କା, ଦେବାଶିଷ ପଟ୍ଟନାୟକ, ସନ୍ତୋଷ ସିଂହ ସାଲୁଜା, ମହମ୍ମଦ ମୋକ୍ୱିମ୍, ବିଶ୍ୱରଞ୍ଜନ ମହାନ୍ତି, ସସ୍ମିତା ବେହେରା ପ୍ରମୁଖଙ୍କୁ ଦାୟିତ୍ବ ଦିଆଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.