ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ପାଣିରେ ବୁଡ଼ିଛି ଶହ ଶହ ଏକର ଚିନା ବାଦାମ ଚାଷ, ସରକାରୀ କ୍ଷତିପୂରଣ ହିଁ ଚାଷୀର ଶେଷ ଭରଷା

Published By : Harapriya Sethi | December 27, 2024 7:53 AM

କଣାସ,୨୭/୧୨: ଅଦିନିଆ ବର୍ଷା ଭାଙ୍ଗିଛି ଚାଷୀଙ୍କ ମେରୁଦଣ୍ଡ । ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଉଜିଡ଼ିଛି ପୁରୀ ଜିଲ୍ଲା କଣାସ ବ୍ଲକର ଗଡ଼ସାନପୁଟ ଲୋକାପାଳ ଅଞ୍ଚଳର ଚିନା ବାଦାମ ଚାଷ । ଲକ୍ଷାଧିକ ଟଙ୍କା ଋଣ କରି ଚିନା ବାଦାମ ଚାଷ କରିଥିଲେ ଏହି ଅଞ୍ଚଳର ଚାଷୀ । ଏବେ ଅଦିନିଆ ଲଘୁଚାପ ଜନିତ ବର୍ଷା ସେ ସବୁକୁ ଉଜାଡି ଦେଇଛି । ଚିନା ବାଦାମ ବିଲରେ ଲହଢ଼ି ମାରୁଛି ବର୍ଷା ପାଣି ।

ଶହ ଶହ ଏକର ଚାଷ ଜମି ଏବେ ହୋଇଛି ସମ୍ପୂର୍ଣ ଜଳମଗ୍ନ । ଚାଷ କରି ଅନେକ ସ୍ୱପ୍ନ ଦେଖିଥିବା ଚାଷୀ ଏବେ ହତାଶ ହୋଇ ମୁଣ୍ଡରେ ହାତ ଦେଇ ବସିଛି । କେମିତି କରିବ ପରିବାର ପ୍ରତିପୋଷଣ, କେମିତି ଭରଣା ହେବ ଚାଷର କ୍ଷତିପୂରଣ । ବର୍ତ୍ତମାନ ସୁଦ୍ଧା ଚାଷୀଙ୍କ ନିକଟରେ କେହି ସରକାରୀ ଅଧିକାରୀ ପହଁଞ୍ଚି ନଥିବା ବିଷୟରେ ଚାଷୀ ଦୁଃଖର ସହ କହିଛନ୍ତି । ତେବେ ସରକାରୀ ଆର୍ଥିକ କ୍ଷତିପୂରଣକୁ ଏକ ମାତ୍ର ଭରଷା କରି ଚାହିଁ ରହିଛନ୍ତି କଣାସ ବ୍ଲକର ସମସ୍ତ ଚିନା ବାଦାମ ଚାଷୀ ।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.