ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ଗୋରୁ ବୋଝେଇ ଗାଡି ଅଟକାଇଲେ ଯୁବକ, ଦଲାଲଙ୍କ ଗାଡିକୁ ଜାଳିଦେଲେ

Published By : Ankita S | May 14, 2025 3:12 PM

ସାଲେପୁର,୧୪/୦୫ : କଟକ ଜିଲ୍ଲା ସାଲେପୁର ବ୍ଲକ ଭିମଦାସପୁର ପଞ୍ଚାୟତ ପଟୁଆହାଟଠାରେ କିଛି ସ୍ଥାନୀୟ ଯୁବକ ଏକ ଗୋରୁ ବୋଝେଇ ଗାଡି ଅଟକ ରଖିଛନ୍ତି। ଦୁଇଟି ଗୋମାତାଙ୍କୁ ଗୋଟେ ଡାଲା ଅଟୋରେ ଯାଉଥିବା ଗାଡିକୁ ଅଟକାଇବାରେ ସଫଳ ହୋଇଥିଲେ ସ୍ଥାନୀୟ ଯୁବକ । ଏହା ସହିତ ଗୋରୁ ଦଲାଲଙ୍କ ଏକ ପଲସର ଗାଡିକୁ ପୋଡି ନଷ୍ଟ କରି ଦେଇଛନ୍ତି । 

ଘଟଣାସ୍ଥଳରେ ଜପକୁଦ ଫାଣ୍ଡି, ସାଲେପୁର ପୋଲିସ ଏବଂ ସାଲେପୁର ଭିଏସ ପହଞ୍ଚି ଗାଈ ଦୁଇଟିଙ୍କୁ ଉଦ୍ଧାର କରିଥିଲେ। ସାଲେପୁର ଭିଏସ ଗାଈ ଦୁଇଟିଙ୍କର ଚିକିତ୍ସା କରି ଭିମଦାସପୁର ଓମଫେଡ ମାଲିକ ମହେନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ ଛାଡିଥିଲେ। ଗାଈ ଗାଡିଟି କାହାର ଓ କିଏ ଗାଡି ପୋଡିଲେ ତାହା ଜଣାପଡିନାହିଁ  l ପୋଲିସ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି  l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.