ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବୁଲେଟ-ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା : ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧।୧୧  କେନ୍ଦୁଝର ମଣ୍ଡୁଆ ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ପିକଅପ୍ ଭ୍ୟାନ  ଓ ବୁଲେଟ  ମଧ୍ୟରେ ଦୁର୍ଘଟଣା ହୋଇଛି। ପିକ ଅପ ଗାଡିଟି ଦୁର୍ଘଟଣା ଗ୍ରସ୍ତ ହେବା ପରେ ଭାରସ୍ୟାମ ହରାଇ ୨୦ ଫୁଟ ତଳକୁ ଖସି ପଡ଼ିଥିଲା  । ଘଟଣାସ୍ଥଳରେ ପିକଅପ ଡ୍ରାଇଭରର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ମଣ୍ଡୁଆ ବ୍ରିଜ ନିକଟରେ ପିକ ଅପ ଗାଡି ଓ  ବୁଲେଟ ମୁହାଁ ମୁହିଁ ଧକ୍କା   ହୋଇଥିଲା। ଘଟଣା ସ୍ଥଳରେ  ପିକ ଅପ ଡ୍ରାଇଭର ଘଟଗାଁ ଥାନା ଗୋଳାବନ୍ଧ ର  ଜତି ରଞ୍ଜନ ଦେହୁରୀ ଙ୍କ ମୃତ ହୋଇଥିବା ବେଳେ  ୨ ଗୁରୁତର ଆହତ ହୋଇଥିଲେ  । ତେବେ ୨ ଗୁରୁତର ଆହତ ଙ୍କୁ ମୂଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଥିଲା  । ସେଠାରେ ବୁଲେଟ ଅରୋହି ମୟୁରଭଞ୍ଜ ଜିଲ୍ଲା ଇନ୍ଦପୁର ଗାଁ ର ଅନିକେତ ପତି ମୃତ୍ୟୁବରଣ କରିଥିଲେ ।ତେବେ ପିକ ଅପ ଗାଡିଟି ଦୁର୍ଘଟଣା ଗ୍ରସ୍ତ ହେବା ପରେ ଭାରସ୍ୟାମ ହରାଇ ୨୦ ଫୁଟ ତଳକୁ ଖସି ପଡ଼ିଥିଲା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଦମକଳ ବାହିନୀ ସହାୟତାରେ ମୃତ ଦେହ କୁ ଉଦ୍ଧାର କରିବା ସହ ଆହତ ଙ୍କୁ ଚିକିତ୍ସାଳୟ ପଠାଇ ତଦନ୍ତ ଜାରି ରଖିଛି ।

ଆହୁରି ପଢନ୍ତୁ : ୨ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.