ପ୍ରମୂଖ ଖବର
  • ଆରପାରିରେ ଭୁବନେଶ୍ୱର ମଧ୍ୟ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି
  • ||
  • ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତ-ସେବାୟତ ଧସ୍ତାଧସ୍ତି, ଅଟକାଇ ପାରିଲାନି ପୋଲିସ ପ୍ରଶାସନ
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆରମ୍ଭ ହେଲା ସାକ୍ଷ୍ୟ ପ୍ରମାଣ
  • ||
  • ଭୁବନେଶ୍ୱର : ଆଇନମନ୍ତ୍ରୀଙ୍କ ଘୋଷଣା, ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
  • ||
  • କୋରାପୁଟ : ୩୨୫ କେଜି ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଡିସେମ୍ବର ୩୧ ସୁଦ୍ଧା ପହଞ୍ଚିବ ଯୁକ୍ତ ଦୁଇ ପ୍ରଶ୍ନପତ୍ର, ଜାନୁଆରୀ ୨ରୁ ପ୍ରାକ୍ଟିକାଲ ପରୀକ୍ଷା
  • ||
  • ଆଠଗଡ଼ : ଅଦିନିଆ ବର୍ଷା ପରେ ଚିନ୍ତାରେ ଚାଷୀ, ପାଣିରେ ବୁଡ଼ି ରହିଛି ଧାନ
  • ||
  • ଷ୍ଟିଲ୍ ସିଟିରେ ଯୁବକଙ୍କୁ ଗୁଳିମାଡ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ନବରଙ୍ଗପୁର : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ଯୁବକଙ୍କ ମୃତ୍ୟୁ
  • ||
  • ବାଙ୍ଗିରିପୋଷି : ଅଚେତ ଅବସ୍ଥାରେ ପଡିଛି ହାତୀ: ମୃତ୍ୟୁ ହୋଇଥିବା ସନ୍ଦେହ, ବନ ବିଭାଗର ତଦନ୍ତ ଆରମ୍ଭ
  • ||
  • ଜଗତସିଂହପୁର : ଚାଷୀଙ୍କ ଆଖିରେ ଲୁହ ଦେଇଗଲା ବର୍ଷା, ୫୦ହଜାର ହେକ୍ଟର ଜମିର ଫସଲ ନଷ୍ଟ
  • ||
  • ରାଜଧାନୀରେ ବର୍ଷା ପାଇଁ ପଥ ଉତ୍ସବ ବାତିଲ, ଏକ୍ସରେ ସୂଚନା ଦେଲା ବିଏମ୍‌ସି
  • ||
  • ବୋରିଗୁମ୍ମା : ହଷ୍ଟେଲରେ ପାନୀୟ ଜଳ ସମସ୍ୟା ନେଇ ଚେତିଲେ ଅବିଭାବକ, ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
  • ||
  • ବ୍ରାଜିଲରେ ଭୟଙ୍କର ଦୁର୍ଘଟଣା, ଟ୍ରକକୁ ପିଟିଲା ବସ୍, ୩୮ ମୃତ ୯ ଗୁରୁତର
  • ||
  • ୨୭ରୁ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ଦକ୍ଷିଣରେ ହାଲୁକା ବର୍ଷା, ବାକି ଅଞ୍ଚଳ ଶୁଖିଲା
  • ||
  • ବଣାଇ : ଜକେଇକେଲା ଗାଁରେ ଅଘଟଣ, ଦନ୍ତା ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ
  • ||

ଡିସେମ୍ବର ୩୧ ସୁଦ୍ଧା ପହଞ୍ଚିବ ଯୁକ୍ତ ଦୁଇ ପ୍ରଶ୍ନପତ୍ର, ଜାନୁଆରୀ ୨ରୁ ପ୍ରାକ୍ଟିକାଲ ପରୀକ୍ଷା

Published By : Prameya | December 22, 2024 10:53 AM

ଭୁବନେଶ୍ୱର,୨୨/୧୨: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଜୋରଦାର ପ୍ରସ୍ତୁତି  ଆରମ୍ଭ ହୋଇଛି । ଆସନ୍ତା ୨୩ ତାରିଖରୁ ସମସ୍ତ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର  ପଠାଇବା ଆରମ୍ଭ ହେବ । ମାସ ଶେଷ  ଅର୍ଥାତ୍‌ ୩୧ ତାରିଖ ସୁଦ୍ଧା ସମସ୍ତ ଥିଓରୀ ଓ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ପହଞ୍ଚିବ । 

 ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ଯୁକ୍ତ  ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ୨୩ ତାରିଖରୁ ପ୍ରଶ୍ନପତ୍ର  ପଠାଯିବ । ପରୀକ୍ଷା କେନ୍ଦ୍ରକୁ ଉତ୍ତର  ଖାତା ସମେତ ପ୍ରାକ୍ଟିକାଲ ପ୍ରଶ୍ନପତ୍ର,  ମାର୍କ ଫୁଏଲ୍‌ ଆଦି ଉଚ୍ଚ ମାଧ୍ୟମିକ  ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ରୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ । ଖାତା ପହଞ୍ଚିବା ପରେ ପରୀକ୍ଷା କେନ୍ଦ୍ର  ଅଧୀକ୍ଷକ କିମ୍ବା ଉଚ୍ଚ ମାଧ୍ୟମିକ ସ୍କୁଲ  ଅଧ୍ୟକ୍ଷ ଏହାକୁ ଗଣି ରଖିବେ । ଯଦି  ପରୀକ୍ଷାର୍ଥୀଙ୍କଠୁ କମ୍‌ ସଂଖ୍ୟାରେ  ଏହା ପହଞ୍ଚିଥିବ ତେବେ ତତ୍‌କ୍ଷଣାତ୍‌  ପରୀକ୍ଷା ନିୟନ୍ତ୍ରକଙ୍କୁ ଜଣାଇବେ । ଏହି  ପ୍ରଶ୍ନପତ୍ରକୁ ଷ୍ଟ୍ରଙ୍ଗରୁମ୍‌ରେ ରଖାଯିବ ।

  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.