ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

୩ ମାସ ପରେ ମନ କି ବାତ୍ କାର୍ଯ୍ୟକ୍ରମ, ଦେଶବାସୀଙ୍କୁ ମନର କଥା କହିଲେ ମୋଦି

ନୂଆଦିଲ୍ଲୀ,୩୦/୬:ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମ । ୩  ବନ୍ଦ ରହିବା ପରେ ଆଜିଠୁ ପୁଣି ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀଙ୍କ ମାସିକ ରୋଡିଓ କାର୍ଯ୍ୟକ୍ରମ । ୧୧୧ ତମ ମନ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ମନର କଥା କହିଛନ୍ତି ମୋଦି । ଦେଶରେ ସାଧାରଣ ନିର୍ବାଚନ ଲାଗି ୩ ମାସ ଧରି ବନ୍ଦ ରହିଥିଲା ଏହି କାର୍ଯ୍ୟକ୍ରମ । ଶେଷ ଥର ପାଇଁ ଫେବୃଆରୀ ୨୫ତାରିଖରେ ରେଡିଓରେ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ ମୋଦି । ଦିନ ୧୧ସମୟରେ ଆରମ୍ଭ ହୋଇଛି ଏହି କାର୍ଯ୍ୟକ୍ରମ । ବିଭିନ୍ନ ପ୍ରସଙ୍ଗ ଉପରେ ଦେଶବାସୀଙ୍କୁ ମନର କଥା କହୁଛନ୍ତି ପ୍ରଧାନମନ୍ତ୍ରୀ । 

ମୋଦି କହିଛନ୍ତି ଯେ,ମୁଁ ପୁଣି ଥରେ ମୋ ପରିବାର ସଦସ୍ୟଙ୍କ ମଧ୍ୟରେ ‘ମନ୍ କି ବାତ୍’ ମାଧ୍ୟମରେ ଆସିଛି । ‘ଇତି ବିଦାୟ ପୁନର୍ମିଳନ’। ଏହାର ଅର୍ଥ ମଧ୍ୟ ସମାନ ସୁନ୍ଦର ଅଟେ। ଏହି ବାକ୍ୟର ଅର୍ଥ ହେଉଛି ଯେ ମୁଁ ପୁନର୍ବାର ସାକ୍ଷାତ କରିବାକୁ ବିଦାୟ ନେଇଥାଏ। ଫେବୃଆରୀରେ ମୁଁ କହିଥିଲି ଯେ ନିର୍ବାଚନ ଯୋଗୁଁ ମୁଁ ଆପଣଙ୍କ ସହ କଥାବାର୍ତ୍ତା କରିପାରିବି ନାହିଁ। ନିର୍ବାଚନ ସମାପ୍ତ ହେବା ପରେ ମୁଁ ପୁଣି ଥରେ ଆପଣଙ୍କ ମଧ୍ୟକୁ ଆସିଛି। ତେବେ ଦେଶ ବିଦେଶରେ ଏହି ମାସିକ ରେଡିଓ କାର୍ଯ୍ୟକ୍ରମର ବହୁ ଲୋକପ୍ରିୟତା ରହିଛି । ପ୍ରତି ମାସର ଶେଷ ରବିବାରରେ ଏହି କାର୍ଯ୍ୟକ୍ରମ ହୋଇଥାଏ । ଏହାର 23 କୋଟି ରେଗୁଲାର ଶ୍ରୋତା ରହିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.