ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

‘ଏହା ହେଉଛି ନୂତନ ଭାରତ, ଘରେ ପଶି ମାରୁ’ ଜମ୍ମୁକଶ୍ମୀର ନିର୍ବାଚନ ରାଲିରେ ସର୍ଜିକାଲ ଷ୍ଟ୍ରାଇକ୍ କଥା ମନେପକାଇଲେ ମୋଦି

ନୂଆଦିଲ୍ଲୀ,୨୮।୯: ଜମ୍ମୁ-କଶ୍ମୀରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନୀ ରାଲି। ଶନିବାର ଏକ ବିଶାଳ ରାଲିକୁ ସମ୍ବୋଧିତ କରି ମୋଦି କହିଛନ୍ତି, ୨୦୧୬ରେ ଆଜିର ରାତିରେ ହୋଇଥିଲା ସର୍ଜିକାଲ ଷ୍ଟ୍ରାଇକ୍। ଭାରତ ଦୁନିଆକୁ କହି ଦେଇଥିଲା, ଏହା ହେଉଛି ନୂତନ ଭାରତ, ଯାହାକି ଘରେ ପଶି ମାରିଥାଏ। ସେ କଂଗ୍ରେସ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ ନେଇ ପ୍ରମାଣ ମାଗିଥିବା ଅଭିଯୋଗ ଆଣିଛନ୍ତି। ଏହା ସହ କହିଛନ୍ତି, କଂଗ୍ରେସ ପାକିସ୍ତାନ ଭଳି କଥା କହୁଛି।’ 

ପ୍ରଧାନମନ୍ତ୍ରୀ କଂଗ୍ରେସ, ନ୍ୟାସନାଲ କନଫ୍ରେନ୍ସ(ଏନ୍‌ସି) ଓ ପିଡିପିକୁ ଟାର୍ଗେଟ କରି କହିଛନ୍ତି, ଜମ୍ମୁ-କଶ୍ମୀରର ଲୋକ ଏହି ତିନି ପରିବାରର ରାଜନୀତିରେ ଖୁବ୍ ବ୍ୟତିବ୍ୟସ୍ତ ହୋଇପଡିଛନ୍ତି। ସେ କହିଛନ୍ତି, ଏଠାର ଲୋକ ଏବେ ଆତଙ୍କବାଦ, ବିଚ୍ଛିନବାଦୀ ଓ ଦଙ୍ଗା ଚାହାନ୍ତି ନାହିଁ। ସେମାନେ ନିଜର ପିଲାଙ୍କ ପାଇଁ ଭଲ ଭବିଷ୍ୟତ ଓ ଶାନ୍ତି ଚାହାନ୍ତି। ଏହି କାରଣରୁ ଲୋକ ସରକାରଙ୍କୁ ସମର୍ଥନ ଦେଉଛନ୍ତି।’

ପ୍ରଧାନମନ୍ତ୍ରୀ ମୋଦି ଗତ ଦୁଇଟି ପର୍ଯ୍ୟାୟରେ ପ୍ରବଳ ମତଦାନର ଉଲ୍ଲେଖ କରି କହିଛନ୍ତି, ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ, ଜମ୍ମୁ-କଶ୍ମୀରର ଜନତାଙ୍କ ମୁଡ୍‌ ବିଜେପି ପକ୍ଷରେ ରହିଛି। ସେ ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟରେ ବିଜେପିର ପୂର୍ଣ୍ଣ ବହୁମତ ସରକାର ଗଠନ ହେବାକୁ ଯାଉଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.