ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ପିଏମ ମୋଦୀ ୟୁକେର ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କୁ ଫୋନ୍ କରି ଦେଲେ ଶୁଭେଚ୍ଛା, ଜାଣନ୍ତୁ କେଉଁ ମୁଦ୍ଦା ଉପରେ ହେଲା ଆଲୋଚନା

ନୂଆଦିଲ୍ଲୀ, ୬/୭ :  ବ୍ରିଟେନ ସାଧାରଣ ନିର୍ବାଚନରେ ଲେବର ପାର୍ଟିକୁ ମିଳିଛି ବହୁମତ । ଶୁକ୍ରବାର କୀର ଷ୍ଟାର୍ମର ଦେଶର ନୂଆ ପ୍ରଧାନମନ୍ତ୍ରୀ ରୂପରେ ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନ୍ କରି ତାଙ୍କୁ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ପିଏମ ମୋଦୀ ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ସେ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି କି, ‘ଆମେ ଭାରତ ଏବଂ ବ୍ରିଟେନ ମଧ୍ୟ‌ରେ ରଣନୀତି ବୁଝାମଣା ଏବଂ ଆର୍ଥିକ ସମ୍ବନ୍ଧକୁ ମଜବୁତ କରିବାକୁ ପ୍ରତିବଦ୍ଧ ଅଟୁ ’ । 

ପ୍ରଧାନମନ୍ତ୍ରୀ ମୋଦୀ ୟୁକେର ନୂଆ ପିଏମ୍ ଷ୍ଟାର୍ମରଙ୍କୁ ଖୁବଶୀଘ୍ର ଭାରତ ଆସିବାକୁ ନିମନ୍ତ୍ରଣ ବି ଦେଇଛନ୍ତି । ଏହି ସମୟ‌ରେ ପିଏମ୍ ମୋଦୀ ବ୍ରିଟେନର ସାମାଜିକ, ଆର୍ଥିକ ଏବଂ ରାଜନୈତିକ ବିକାଶରେ ଭାରତୀୟ ସମୁଦାୟର ଲୋକଙ୍କ ଯୋଗଦାନର ପ୍ରଶଂସା କରିଛନ୍ତି ।

ନିର୍ବାଚନରେ ଭାରତୀୟ ବଂଶୋଦ୍ଭବର ପ୍ରଥମ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ କନଜରଭେଟିବ ପାର୍ଟିକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି । ଋଷି ସୁନକ ନିଜ ପରାଜୟ ସ୍ବୀକାର କରି ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । କୀର ଷ୍ଟାର୍ମରଙ୍କ ଲେବର ପାର୍ଟି ୬୫୦ସଦସ୍ୟ ହାଉସ ଅଫ କମନ୍ସରେ ୪୧୨ସିଟ ହାସଲ କରିଛନ୍ତି । ଏହି ସଂଖ୍ୟା ୨୦୧୯ରେ ପୂର୍ବ ନିର୍ବାଚନରେ ପ୍ରାପ୍ତ ସିଟରୁ ୨୧୧ଅଧିକ ଅଟେ । ସୁନକଙ୍କ କନଜରାଭଟିବ ପାର୍ଟି ୧୨୧ସିଟରେ ବିଜୟ ହାସଲ କରିଛି ଯାହା ପୂର୍ବ ନିର୍ବାଚନରେ ପ୍ରାପ୍ତ ସିଟରୁ ୨୫୦କମ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.