ପ୍ରମୂଖ ଖବର
  • ବୌଦ୍ଧ : ରାଜ୍ୟ ବାହାରକୁ ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି, ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ପୋଲିସ
  • ||
  • ୧୩ରେ ବିଧାନସଭା ବଜେଟ୍‌ ଅଧିବେଶନ: ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ବସିଲା ସର୍ବଦଳୀୟ ବୈଠକ
  • ||
  • କାଠଯୋଡ଼ି ନଦୀରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅନୁଗୁଳ : ସାମାନ୍ୟ ବଚସାକୁ ନେଇ ଗୁଳିମାଡ଼, ନାବାଳକ ଆହତ
  • ||
  • ନୟାଗଡ଼ : ଦୋକାନକୁ ପିଟିଲା କାର୍: ୨ମୃତ, ଡ୍ରାଇଭର୍‌ ଫେରାର୍‌
  • ||
  • ଭୀମ୍‌ସାରରେ ରାଗିଂ ଅଭିଯୋଗ, ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ମାଡ଼ ମାରିଲେ ସିନିୟର୍
  • ||
  • ଭୁବନେଶ୍ୱର : ସୋନପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ, ଅଧଘଣ୍ଟା ଅଟକିଲା ଟ୍ରେନ୍‌
  • ||
  • କୋଣାର୍କରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୩ ଯୁବକଙ୍କ ଜୀବନ
  • ||

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଆମେରିକା ଏନ୍‌ଏସ୍‌ଏ ଜେକ ସୁଲିଭାନ

Published By : Prameya | June 18, 2024 8:59 AM

ନୂଆଦିଲ୍ଲୀ,୧୮/୦୬: ଆମେରିକାର ଜାତୀୟ ସୁରକ୍ଷା  ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ ସୁଲିଭାନ ନୂଆଦିଲ୍ଲୀରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଭାରତ-ଆମେରିକା ବ୍ୟାପକ ବୈଶ୍ୱିକ ରଣନୀତିକ ସହଭାଗିତା ଉପରେ ଉଭୟ ନେତା ଆଲୋଚନା କରିଥିଲେ । ଏ ସମ୍ପର୍କରେ ମୋଦି ତାଙ୍କ ସୋସିଆଲ  ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି । 




ସେ ଲେଖିଛନ୍ତି ବିଶ୍ୱର ମଙ୍ଗଳ ପାଇଁ ଦୁଇ ଦେଶ ମଧ୍ୟରେ ରଣନୀତିକ ସହଯୋଗ ବୃଦ୍ଧି କରିବା ଲାଗି ଭାରତ ପ୍ରତିବଦ୍ଧ । ଦୁଇ ଦିନିଆ ଭାରତ ଗସ୍ତରେ  ଆସିଥିବା ସୁଲିଭାନ ମୋଦିଙ୍କୁ ସାକ୍ଷାତ କରିବା ପୂର୍ବରୁ ଆଜି  ବିଦେଶ ମନ୍ତ୍ରୀ ଡକ୍ଟର ଏସ୍‌ ଜୟଶଙ୍କର ଓ ଭାରତର ଏନ୍‌ଏସ୍‌ଏ ଅଜିତ ଡୋଭାଲଙ୍କୁ ଭେଟିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.