ପ୍ରମୂଖ ଖବର
  • କଳିଙ୍ଗନଗର : ମଝିଆଁ ଭାଇର ଖଣ୍ଡା ଚୋଟରେ ବଡ଼ ଭାଇ ଗୁରୁତର
  • ||
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ଗାଁରେ ଖଟ ବୁଲିଲାବେଳେ ପହଞ୍ଚିଲା ପୋଲିସ ; ଗ୍ରାମବାସୀଙ୍କ ପଥର ମାଡ଼

Published By : Gurupada Nath | June 3, 2025 6:34 PM

ବଡ଼ମ୍ବା,୩/୬ : ବୈଦେଶ୍ଵର ଥାନା ଅଧୀନ ଖଇରପଙ୍ଗା ଗ୍ରାମରେ ଅଘଟଣ । ଗାଁରେ ଚୋରି ଘଟଣାରେ ସନ୍ଦେହ ଥିବା ନେଇ ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଗ୍ରାମବାସୀଙ୍କ ତରଫରୁ ଚୋର ଏବଂ ଚୋରି ସାମଗ୍ରୀ ଖୋଜି ପାଇବା ନେଇ ଖଟ ବୁଲା ଯାଉଥିଲା । 

ଖବରପାଇ ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚି ଥିବାବେଳେ ଗ୍ରାମବାସୀଙ୍କ ପକ୍ଷରୁ ପୋଲିସ ଉପରକୁ ଟେକା ପଥର ଫିଙ୍ଗିଥିଲେ କିଛି ଅସାମାଜିକ ବ୍ୟକ୍ତି । ଯେଉଁଥିରେ ଜଣେ ଓଏସଏପି ପୋଲିସ ସୁଶାନ୍ତ କୁମାର ସାହୁଙ୍କ ମୁଣ୍ଡରେ ଗଭୀର କ୍ଷତ ହୋଇଛି । ଏ ନେଇ ଥାନା ଅଧିକାରୀ ସଞ୍ଜୟ କୁମାର ଜେନା ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସୂଚନା ଦେଇଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.