ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ପ୍ରି ପ୍ଲାନ୍‌ରେ ବେଆଇନ କେନ୍ଦୁପତ୍ର ବୋଝେଇ ଗାଡ଼ିକୁ ଜବତ କଲା ପୋଲିସ, ୨ ଗିରଫ

ଯାଜପୁର ରୋଡ, ୧୮।୮: ଯାଜପୁର ରୋଡ ବନବିଭାଗ ପକ୍ଷରୁ ଏକ କେନ୍ଦୁପତ୍ର ବୋଝେଇ ପିକଅପ୍ ଭ୍ୟାନ ଜବତ ହୋଇଛି । ସୂଚନା ମୁତାବକ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଏକ ପିକଅପ୍ ଭ୍ୟାନରେ ବୋଝେଇ ହୋଇ କଲିକତାକୁ ଚୋରାଚାଲାଣ ହେଉଥିଲା । ଏହା ବୌଦ୍ଧ ଜିଲ୍ଲାରୁ ଯାଜପୁର ରୋଡ ଦେଇ କଲିକତା ଅଭିମୁଖେ ଯାଉଥିବା ପୋଲିସକୁ ସୂଚନା ମିଳିଥିଲା । 

ଘଟଣା ସମ୍ପର୍କରେ କୌଣସି ବିଶ୍ଵସ୍ତ ସୂତ୍ରରୁ ଖବର ପାଇଥିଲା ଯାଜପୁର ରୋଡ୍ ପୋଲିସ । ବନବିଭାଗ ଟିମ୍‌ର ପୂର୍ବ ପ୍ରସ୍ତୁତି ଅନୁଯାୟୀ ଯୋଜନାବଦ୍ଧ ଭାବେ ଗାଡ଼ି ଉପରେ ଚଢ଼ାଉ କରିଥିଲା । ପରେ ଏହି ପିକଅପ୍ ଗାଡ଼ିଟିକୁ ଜବତ କରିବାରେ ସଫଳ ହେଲା ବନବିଭାଗ ଟିମ୍ । ପରେ ମୁଖ୍ୟ ଅଭିଯୁକ୍ତ ଓ ଗାଡ଼ି ଚାଳକକୁ ଗିରଫ କରାଯାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.