ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଆକାଉଣ୍ଟରୁ ଟଙ୍କା ହଡପ ମାମଲା : ପୋଷ୍ଟ ମାଷ୍ଟରଙ୍କୁ ୪ବର୍ଷ ଜେଲ

ଭୁବନେଶ୍ବର, ୧୮।୯ : ଆକାଉଣ୍ଟରୁ ଟଙ୍କା ହଡପ କରିବା ଅଭିଯୋଗରେ ପୋଷ୍ଟ ମାଷ୍ଟରଙ୍କୁ ୪ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ଏଥିସହ  ୫୫ ହଜାର ଟଙ୍କା ଜରିମାନା ଦେବାକୁ ରାୟରେ ଦର୍ଶାଇଛନ୍ତି। ଅଭିଯୁକ୍ତ  ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଉପଡାକଘରର ପୂର୍ବତନ ପୋଷ୍ଟ ମାଷ୍ଟର ସଂଗ୍ରାମ କେଶରୀ ବେହେରା।

କୁଜଙ୍ଗ ଉପ ଡାକଘରର ପୂର୍ବତନ ପୋଷ୍ଟ ମାଷ୍ଟର ସଂଗ୍ରାମ ନିଜ ପଦର ଅପବ୍ୟବହାର କରି  ୪ଜଣ ବରିଷ୍ଠ ନାଗରିକଙ୍କ ସିନିୟର ସିଟିଜେନ୍ସ ସେଭିଙ୍ଗ ସ୍କିମ ଆକାଉଣ୍ଟରୁ ଟଙ୍କା ହଡପ କରିଥିଲେ।  ଜମା ଖାତାଧାରୀଙ୍କ ଅଜାଣତରେ ନକଲି ଦସ୍ତଖତ କରି ୧୯,୮୧, ୩୩୪ ଲକ୍ଷ ଟଙ୍କା ଉଠାଇ ନେଇଥିଲେ । ଏପରକି ଉକ୍ତ ଆକାଉଣ୍ଟକୁ ବନ୍ଦ ମଧ୍ୟ କରି ଦେଇଥିଲେ। ଏ ନେଇ ସିବିଆଇରେ ୧୭.୦୯.୨୦୧୩ରେ ମାମଲା ରୁଜୁ ହୋଇଥିଲା। ସିବିଆଇ ଏହାର ତଦନ୍ତ କରି ୨୮.୩.୨୦୧୪ରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.