ପ୍ରମୂଖ ଖବର
  • ୧୪ ଜିଲ୍ଲାରେ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଛୁଟି ଘୋଷଣା
  • ||
  • ଶ୍ରୀମନ୍ଦିରକୁ ଓମଫେଡ଼ ଘିଅ ଯୋଗାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା
  • ||
  • ବୈତରଣୀ ମୁହାଣରେ ଅଘଟଣ: ବୁଡିଗଲା ମାଛଧରା ବୋଟ୍‌, ୬ ଜଣ ଉଦ୍ଧାର
  • ||
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ, ଆଳୁ ୩ କିଲୋକୁ ୧୫୦ !

କଟକ, ୨୨/୧୦ : ସମ୍ଭାବ୍ୟ ବାତ୍ୟାକୁ ନେଇ ମାତିଛନ୍ତି ଅସାଧୁ ବ୍ୟବସାୟୀ। ବଢିଛି କଳାବଜାରୀ। ବାତ୍ୟା ଦାନାକୁ ନେଇ ବର୍ତ୍ତମାନ ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ୍‌ରେ ନିଆଁ ଲାଗିଛି। ବିଶେଷ କରି ଆଳୁ ଓ ପିଆଜ କିଲୋ ପିଛା ଦର ଅହେତୁକ ବୃଦ୍ଧି ପାଉଛି। ଆଳୁ ଦର ନିୟନ୍ତ୍ରଣ ବାହାରେ। ଦୁଇ ଦିନ ତଳେ ଆଳୁ ତିନି କିଲୋକୁ ଶହେ ଟଙ୍କାରେ ବିକ୍ରି ହେଉଥିବା ବେଳେ ଆଜି ତିନି କିଲୋକୁ ୧୪୦ରୁ ୧୫୦ଟଙ୍କାରେ ବିକ୍ରି ହେଉଛି। 

କଳାବଜାରୀ ବଢ଼ୁଥିବା ଯୋଗୁଁ ଆଜି କଟକ ଛତ୍ରବଜାର ଓ ଅର୍ବାନ ହାଟରେ ଥିବା ବିଭିନ୍ନ ଗୋଦାମ ଓ ରିଟେଲ ପଏଣ୍ଟମାନଙ୍କରେ ଯୋଗାଣ ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ ରେଡ୍ କରିଛି। କୌଣସି କ୍ଷେତ୍ରରେ କଳା ବଜାରୀକୁ ବରଦାସ୍ତ କରାଯିବ ନାହିଁ। କାର୍ଯ୍ୟାନୁଷ୍ଠାନ ହେବ। ଏହାସହ ପର୍ଯ୍ୟାପ୍ତ ପରିମାଣର ଆଳୁ କଟକକୁ ଆସୁଥିବା କଥା କହିଛନ୍ତି ଯୋଗାଣ ଅଧିକାରୀ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.