ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ହସ୍ପିଟାଲରେ ଭର୍ତ୍ତି ହେଲେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ପତ୍ନୀ, କରାଯିବ ଅପରେସନ୍

ମୁମ୍ବାଇ,୧୪।୭: ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ପତ୍ନୀ ପ୍ରତିଭା ପାଓ୍ବାର ଅସୁସ୍ଥ। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ହାତରେ  ଅପରେସନ୍ କରାଯିବ ବୋଲି ଶରଦ ପାଓ୍ବାରଙ୍କ ଗୋଷ୍ଠୀର ଏନ୍‌ସିପି କର୍ମୀ ସୂଚନା ଦେଇଛନ୍ତି।ଯଦିଓ ପ୍ରତିଭା କେବେ ବି ରାଜନୀତିରେ ସକ୍ରିୟ ନାହାନ୍ତି, କିନ୍ତୁ ଏନ୍‌ସିପି ନେତାଙ୍କ ଭିତରେ ’କାକି’ ନାମରେ ପରିଚିତ। ତାଙ୍କୁ ସମେସ୍ତ ଦଳରେ ମା’ଙ୍କ ରୂପରେ ଦେଖନ୍ତି।

{"id":599125,"width":929,"height":680,"sizeSlug":"full","linkDestination":"none"}

ଶରଦ ପାଓ୍ବାର ଓ ପ୍ରତିଭା ପାଓ୍ବାରଙ୍କ ବିବାହା ୧୯୬୭ ରେ ହୋଇଥିଲା। ତାଙ୍କ ଝିଅ ସୁପ୍ରିୟା ସୁଲା ମହାରାଷ୍ଟ୍ରର ବାରାମତୀ ଆନସରୁ ଲୋକସଭା ସାଂସଦ ଅଛନ୍ତି। ପ୍ରତିଭାଙ୍କ ବାପା ସଦାଶିବ ସିନ୍ଦେ ଭାରତୀୟ କ୍ରିକେଟ ଟିମ୍‌ରେ ଲେଗ୍ ସ୍ପିନର ଥିଲା। ସେ ୧୯୪୬ ରୁ ୧୯୫୨ ଭିତରେ ଭାରତ ପାଇଁ ୭ଟି ଟେଷ୍ଟ ମ୍ୟାଚ୍ ଖେଳିଥିଲେ।

ଉଲ୍ଲେଖନୀୟ ଯେ, ଗତ କିଛି ଦିନ ହେବ ଶରଦ ପାଓ୍ବାରଙ୍କ ରାଜନୈତିକ କ୍ୟାରିୟର ଖୁବ୍ ସମସ୍ୟା ଦେଇ ଗତି କରୁଛି। ପୁତୁରା ଅଜିତ ପାଓ୍ବାର ଦଳ ସହ ବିଦ୍ରୋହ କରି  ସିନ୍ଦେ ସରକାରେ ସାମିଲ ହେବାପରେ ମହାରାଷ୍ଟ୍ର ରାଜନୀତି ଖୁବ୍ ସରଗରମ ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.