ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ଆରମ୍ଭ, ଉପସ୍ଥିତ ଅଛନ୍ତି ୮୦ରୁ ଉର୍ଦ୍ଧ୍ଵ ବିଶେଷଜ୍ଞ

ଭୁବନେଶ୍ଵର, ୧୨/୦୭ : ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ବସିଛି ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆରମ୍ଭ ହୋଇଛି ଏହି ପରାମର୍ଶ ବୈଠକ। ବୈଠକରେ ସାମିଲ ହୋଇଛନ୍ତି ବିଭିନ୍ନ ବର୍ଗର ୮୦ ରୁ ଅଧିକ ବିଶେଷଜ୍ଞ।   

ସୂଚନାନୁଯାୟୀ, ୨୦୨୪-୨୫ ବଜେଟ୍ ରୂପରେଖ ପ୍ରସ୍ତୁତ ନେଇ ବିସ୍ତୃତ ଭାବେ ଆଲୋଚନା ଚାଲିଛି। ବିଜେପି ନେତୃତ୍ଵାଧୀନ ନୂଆ ସରକାର ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପୂରଣ ପାଇଁ ବଜେଟ୍‌ରେ ବିଭିନ୍ନ ନୂଆ ଯୋଜନା ପାଇଁ ବ୍ୟୟ ବରାଦ ହୋଇପାରେ ବୋଲି ଅନୁମାନ କରାଯାଉଛି।

ପ୍ରକାଶ ଥାଉକି, ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଅର୍ଥ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଏଥର ରାଜ୍ୟ ବଜେଟ୍‌ରେ ରାଜ୍ୟବାସୀଙ୍କ ଆଶା, ଆକାଂକ୍ଷାକୁ ପ୍ରତିଫଳିତ କରିବା ସହ ବିଭାଗଗୁଡ଼ିକୁ ଅଧିକ କାର୍ଯ୍ୟକ୍ଷମ କରିବା ଉପରେ ମୁଖ୍ୟମନ୍ତ୍ରୀ ଜୋର୍ ଦେବେ। ସାଧାରଣ ନିର୍ବାଚନ ପାଇଁ ପୂର୍ବ ସରକାର କାମଚଳା ବଜେଟ୍ ଉପସ୍ଥାପନା କରିଥିଲେ। ଏପ୍ରିଲ୍‌ରୁ ଜୁଲାଇ ଯାଏ ଚାରି ମାସ ପାଇଁ ଏହି ବଜେଟ୍ ଉପସ୍ଥାପନା ହୋଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.