ପ୍ରମୂଖ ଖବର
  • ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଏଆରଆଇ
  • ||
  • ଜନତା ମଇଦାନରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୭ ପ୍ରବାସୀଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବେ
  • ||
  • ଫେବ୍ରୁଆରୀ ୧୧ରେ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ଉପରେ ଆକ୍ରମଣ ଘଟଣା: ୨ ଗିରଫ
  • ||
  • ମର୍ସିଡିଜ୍‌କୁ ପଛରୁ ପିଟିଲା 'ମୋ ବସ୍‌', ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • ବାରିପଦା : ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ଅନୁଗୁଳ : ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଶିମିଳିପାଳରେ ଶୀତ ଲହରି ଜାରି, ଘନ କୁହୁଡ଼ି ପାଇଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
  • ||
  • ରାୟଗଡା : ଏସ୍‌କେ ମାର୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା
  • ||
  • ମିରଟ ସୋହେଲ ଗାର୍ଡେନ ଅଞ୍ଚଳରେ ଚାଞ୍ଚଲ୍ୟ ଘଟଣା, ବକ୍ସ ଖଟ ଭିତରୁ ୫ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ରଣପୁର : ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦୁଇ ଦିନ ପରେ କମିବ ଶୀତ, ଶନିବାର ୩ ଜିଲ୍ଲାରେ ଘନ କୁହୁଡି ନେଇ ଆଲର୍ଟ: ସବୁଠୁ ଥଣ୍ଡା ଜି.ଉଦୟଗିରି
  • ||

ପ୍ରବାସୀ ଭାରତୀୟ ସମ୍ମିଳନୀ; ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Published By : Ankita S | January 10, 2025 2:30 PM

ଭୁବନେଶ୍ବର,୧୦/୦୧ : ଆଜି ସରିବ ୧୮ତମ ପ୍ରବାସୀ ଭାରତୀୟ ସମ୍ମିଳନୀ । ଜନତା ମଇଦାନରେ ୩ଦିନ ଦେବ ଅନୁଷ୍ଠିତ ପ୍ରବାସୀ ଭାରତୀୟ ସମ୍ମିଳନର ଉଦଯାପନୀ ସମାରୋହରରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମ୍ମିଳନୀରେ ଅଭିଭାଷଣ ରଖିବା ସହ ୨୭ ଜଣ ପ୍ରବାସୀ ଭାରତୀୟଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବେ ରାଷ୍ଟ୍ରପତି । ସମ୍ମିଳନୀରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।

ପ୍ରବାସୀ ଭାରୀତୀୟ ଦିବସ ସମ୍ମେଳନ ଅନ୍ତିମ ଦିନରେ ବିଶେଷ କାର୍ଯ୍ୟକ୍ରମ ରହିଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନାରୀଙ୍କ ଶକ୍ତି ଏବଂ ପ୍ରଭାବର ଉତ୍ସବ ଓ ସଂସ୍କୃତି ସମ୍ପର୍କ ଏବଂ ଆତ୍ମୀୟତାର ଗାଥା କାର୍ଯ୍ୟକ୍ରମ ରହିଛି । ୨୭ ଜଣ ପ୍ରବାସୀ ଭାରତୀୟଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବା ସହ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଜନତା ମଇଦାନରେ ୩ ଦିନ ଚାଲିଥିବା ପ୍ରବାସୀ ଭାରୀତୀୟ ଦିବସ ସମ୍ମେଳନ ଆଜି ଶେଷ ଦିନ । ଏଥିରେ ଯୋଗ ଦେବାକୁ ଗତକାଲି (ଗୁରୁବାର) ଓଡିଶାରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଗୌହାଟୀ ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟପାଳ ଡ. ହରିବାରୁ କମ୍ଭମପତି ।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.