ପ୍ରମୂଖ ଖବର
  • ୪୮ ବିଧାନସଭା ଓ ୨ ଲୋକସଭା ଆସନରେ ହେବ ଉପନିର୍ବାଚନ
  • ||
  • ନଭେମ୍ବର ୧୩ ଓ ୨୦ରେ ଝାଡ଼ଖଣ୍ଡ ନିର୍ବାଚନ
  • ||
  • ନଭେମ୍ବର ୨୦ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ
  • ||
  • ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ

ଭୁବନେଶ୍ୱର, ୧୫/୧୦: ଆସନ୍ତା ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ। ବୁଧବାର ୧୦ଟାରେ  ବାଙ୍ଗିରିପୋଷି ଷ୍ଟେସନ ପହଁଞ୍ଚିବେ। ୩ ରେଳ ପ୍ରକଳ୍ପର  ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ବାଙ୍ଗିରିପୋଷି-ଗୋରୁମହଁଷିଆଣି, ଚକୁଲିଆଣି-ବୁଢ଼ିଆଣି, ବାଦାମପାହାଡ଼-କେନ୍ଦୁଝରଗଡ଼ ପ୍ରକଳ୍ପର ଶିଳାନ୍ୟାସ କରିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ।

ସେହିପରି ଆସନ୍ତା ୨୪ ତାରିଖ ସକାଳେ ରାଷ୍ଟ୍ରପତି ପୁରୀ  ଯିବେ । ସେଠାରୁ ଫେରି ଏକ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ  ଯୋଗଦେବେ । ସେହିଦିନ ଭୁବନେଶ୍ୱର କୋର୍ଟ ଉଦଘାଟନ କାର୍ଯ୍ୟକ୍ରମରେ ରହିଥିବା ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.