ପ୍ରମୂଖ ଖବର
  • ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କୁ କରିଲେ ସମ୍ୱୋଧନ
  • ||
  • ବିନିକା : ୨ଟି ଗୋରୁ ବୋଝେଇ ଟ୍ରକ୍‌ ଜବତ: ୮୧ ଗୋରୁ ଉଦ୍ଧାର, ଜଣେ ଅଟକ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି: କିରୋସିନି ଢାଳି ହୋଇ ଜଳିଗଲେ ଝିଅ ସହ ମା', ସ୍ୱାମୀ ଅଟକ
  • ||
  • ବଲାଙ୍ଗୀର : ବାଇକ୍‌କୁ ଧକ୍କା ଦେଲା କାର୍‌, ୨ମୃତ
  • ||
  • ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଦେବେ ଯୋଗ
  • ||
  • କଟକ : ଗୋମାଂସ ବୋଝେଇ କଣ୍ଟେନର ଅଟକ, ବିପୁଳ ପରିମାଣର ଗୋମାଂସ ଜବତ
  • ||
  • ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ, ବସ୍ତିବାସିନ୍ଦା ଭୟଭୀତ
  • ||
  • ବ୍ରହ୍ମପୁର : ସଡକ ଦୁର୍ଘଟଣାରେ ୨ ମୃତ, ଦୁଇ ଗୁରୁତର
  • ||
  • ଗଞ୍ଜାମ : ରନ୍ଧନ ଗ୍ୟାସ ଭରା ଟ୍ରକରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ
  • ||
  • ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀରେ ବିଭତ୍ସ ହତ୍ୟା, ଶ୍ରୀସେତୁ ତଳୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ
  • ||

ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଦେବେ ଯୋଗ

ପୁରୀ, ୦୪/୧୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସକାଳ ଭୁବନେଶ୍ୱରରୁ ବାହାରି ପ୍ରାୟ ୧୦ରେ ପୁରୀ ସମଙ୍ଗ ହେଲିପ୍ୟାଡ୍‌ରେ ପହଞ୍ଚି ଥିଲେ । ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜ୍ୟପାଳ, ନୌସେନାର ବରିଷ୍ଠ ଅଧିକାରୀ, ମୁଖ୍ୟ ଶାସନ ସଚିବ, ଜିଲ୍ଲାପାଳ ଓ ଏସ୍‌ପି ସ୍ୱାଗତ କରିଥିଲେ । ପରେ ରାଷ୍ଟ୍ରପତିଙ୍କୁ ଶ୍ରୀମନ୍ଦିରକୁ ପାଛୋଟି ନିଆଯାଇଥିଲା । ସିଂହଦ୍ୱାରଠାରେ ଗଜପତି ଦିବ୍ୟସିଂହଦେବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଅନ୍ୟମାନେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବଡ଼ ଦାଣ୍ଡରୁ ଚାଲି ଚାଲି ଶ୍ରୀମନ୍ଦିର ଯାଇଥିଲେ ।

ସାତପାହାଚ ଦେଇ ବଡ଼ଦେଉଳକୁ ପ୍ରବେଶ କରିବା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନଙ୍କୁ ଗର୍ଭଗୃହରେ ଦର୍ଶନ କରିଥିଲେ । ସେଠାରେ ସେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧୂପଦୀପ ଦେଇ ଆଳତି କରିଥିଲେ । ସେଠାରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ । ରାଷ୍ଟ୍ରପତିଙ୍କ ଦର୍ଶନ ପାଇଁ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ତେବେ ପ୍ରଭୁଙ୍କ ଦର୍ଶନ ପରେ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଯିବେ। ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.