ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର, ୨୬।୫ : ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି  । ୨୯ ରେ ପ୍ରଧାନମନ୍ତ୍ରୀ ଦିନିକିଆ ଗସ୍ତରେ ଆସୁଛନ୍ତି। ସେହିଦିନ ପ୍ରଧାନମନ୍ତ୍ରୀ ୩ଟି ଜନସଭାରେ ଯୋଗ ଦେଇ ଲୋକଙ୍କୁ ସମ୍ବୋଧିତ କରିବେ। ବାଲେଶ୍ବର, ବାରିପଦା ଓ କେନ୍ଦ୍ରାପଡାରେ ନିର୍ବାଚନୀ ସଭାରେ ଯୋଗ ଦେବେ। 

 ପ୍ରଥମେ ବାରିପଦା ଛଉ ପଡିଆରେ ମଧ୍ୟାହ୍ନ ୧୨ ଟା ବେଳେ ବିଶାଳ ଜନ ସଭାରେ ଉଦବୋଧନ ଦେବେ । ପରେ ବାଲେଶ୍ବରରେ  ସଭା କରିବେ ଏବଂ ଅପରାହ୍ନ  ୩ ଟା ୩୦ ରେ କେନ୍ଦ୍ରାପଡାରେ ଜନସଭା କରିବେ ପ୍ରଧାନମନ୍ତ୍ରୀ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର  ଏ ସମ୍ପର୍କରେ  ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ : ୨୯ରେ ଖଡଗେ, ୩୦ରେ ରାହୁଲ ଆସିବେ ଓଡିଶା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.